ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ

ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ

ଢେଙ୍କାନାଳ, ତା. ୦୭.୧୧.୨୦୨୫- ଆଜି ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ସ୍ଥାନୀୟ ପୁରୁଣା ଜିଲ୍ଲାପରିଷଦ ହଲ ଠାରେ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ପକ୍ଷରୁ ପାଳିତ ହୋଇଯାଇଛି । ଉତ୍ସବରେ ଜିଲ୍ଲାପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ ମୁଖ୍ୟଅତିଥି ଭାବେ ଯୋଗଦେଇ, ସ୍ୱାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ, ଏହାକୁ ରକ୍ଷା କରିବା ଆମର ପ୍ରଥମ ଦାୟୀତ୍ବ ବୋଲି ପ୍ରକାଶ କରିଥିଲେ । ଶ୍ରୀ ଅନ୍ନ ମାଣ୍ଡିଆ ଏକ ସନ୍ତୁଳିତ ଖାଦ୍ୟ। ଏଥିରେ ପୌଷ୍ଟିକ ତତ୍ତ୍ୱ ଭରି ରହିଛି, ଏହା ଏକ ଉପାଦେୟ ଖାଦ୍ୟ ବୋଲି ପ୍ରକାଶକରି ଏହାକୁ ଆମେ ସମସ୍ତେ ଦୈନନ୍ଦିନ ଖାଦ୍ୟ ଭାବରେ ବ୍ୟବହାର କରିବା ଉଚ଼ିତ ବୋଲି ମତବକ୍ତ କରିଥିଲେ। ସୁସ୍ଥ ଓ ନିରୋଗ ଜୀବନ ପାଇଁ, ବିଶେଷ କରି ମାଆ ମାନେ ଆଗ୍ରହର ସହିତ ମାଣ୍ଡିଆରେ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତକରି ପରିବାରର ସମସ୍ତଙ୍କୁ ଖୁଆଇବା ଆବଶ୍ୟକ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ପୌରଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ଯୋଗ ଦେଇଥିଲେ । ମାଣ୍ଡିଆରୁ ପ୍ରସ୍ତୁତ ବିଭିନ୍ନ ଜଳଖିଆ ଆଦି ଖୁବ ସ୍ୱାଦିଷ୍ଟ ଏବଂ ପୁଷ୍ଟିକର ବୋଲି କହିଥିଲେ । ଚାଷୀଭାଇ- ଭଉଣୀ ମାନେ ଧାନ ସହିତ ଅଧିକ ମାଣ୍ଡିଆ ଚାଷ ପାଇଁ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ। ଏହା ଏକ ଅର୍ଥକାରୀ ଫସଲ ଅଟେ, ଏହା ଦ୍ୱାରା ଚାଷୀଭାଇ- ଭଉଣୀମାନଙ୍କର ଆର୍ଥିକ ମାନଦଣ୍ଡ ବୃଦ୍ଧି ଘଟିପାରିବ ବୋଲି କହିଥିଲେ । ପ୍ରାରମ୍ଭରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିଶ୍ଵନାଥ ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ମାଣ୍ଡିଆ ଦିବସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଅବଗତ କରାଇବା ସହିତ କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ ମହିିଳାମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ । ଏହି ମାଣ୍ଡିଆ ଚାଷ କାର୍ଯ୍ୟକ୍ରମ ଆମ ରାଜ୍ୟର ୧୭୭ ଟି ବ୍ଲକ୍‌ରେ ଚାଲୁଥିବା ବେଳେଢ଼େଙ୍କାନାଳ ଜିଲ୍ଲାର ୫ଟି ବ୍ଲକ୍ ଯଥା- ହିନ୍ଦୋଳ , ଭୁବନ, କଙ୍କଡ଼ାହାଡ, ଓଡ଼ାପଡ଼ା ଓ ଗନ୍ଦିଆ ବ୍ଲକ୍‌ରେ କାର୍ଯ୍ୟକାରୀ ହେଉଛି ବୋଲି ସୂଚ଼ନା ଦେଇଥିଲେ । ଉତ୍ସବରେ କୃଷିବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଶ୍ରୀ ବିମଳେନ୍ଦୁ ମହାନ୍ତି, ଟି.ଡ଼ି.ସି.ସି.ର ଆସିଷ୍ଟାଣ୍ଟ ମାର୍କେଟିଂ ଅଫିସର ଶ୍ରୀ ବିଭୂ ପଦାରବିନ୍ଦ ଶତପଥୀ, ସମବାୟ ସମିତି ଉପ-ନିବନ୍ଧକ ଶ୍ରୀଉମା ଶଙ୍କର ଦାସ ମାଣ୍ଡିଆ ଚାଷର ଆବଶ୍ୟକତା ଓ ଏହାର ବୈଶିଷ୍ଟତା ସଂପର୍କରେ ଅବଗତ କରାଇଥିଲେ । ଏହି ଅବସରରେ ଶ୍ରୀ ଅନ୍ନର ବିଭିନ୍ନ ଷ୍ଟଲକୁ ଅତିଥିମାନେ ଉଦ୍‌ଘାଟନ କରିଥିଲେ। ଶ୍ରୀ ଅନ୍ନ ଚାଷ କରୁଥିବା ଚାଷୀ, ସ୍ବୟଂ ସହାୟକ ଗୋଷ୍ଠୀ ଓ ସହଯୋଗ କରୁଥିବା ସ୍ଵେଚ୍ଛାସେବୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କଙ୍କଡ଼ାହାଡ଼ ବ୍ଲକର କୃଷି ଅଧିକାରୀ ମଧୁସ୍ମିତା ଶତପଥୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଶେଷରେ ଏ.ଡ଼ି.ଆର. ଡ଼ା. ଦିବ୍ୟ ରଂଜନ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech