୧୯୫୪ କୋଟି ମୂଲ୍ୟର ପ୍ରକଳ୍ପ ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିର୍ସା ମୁଣ୍ଡା ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଭାରତ ଇତିହାସରେ ସବୁଦିନ ପାଇଁ ଅମର ହୋଇ ରହିଛନ୍ତି। ଇଂରେଜ ଶାସନ ସମୟରେ ବିର୍ସା ଅନ୍ୟାୟ, ଅତ୍ୟାଚାରକୁ ବିରୋଧ କରି ବିହାର, ଝାଡଖଣ୍ଡ ଅଞ୍ଚଳର ସଂଗ୍ରାମୀ ମାନଙ୍କୁ ଏକାଠି ଏକ ବଡ ଧରଣର ବିପ୍ଳବ ମାଧ୍ୟମରେ ଦେଶର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଥିଲେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି।

ସୂଚନା ଯୋଗ୍ୟ ଯେ, ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି।ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି।ଉପସ୍ଥିତ ରାଉରକେଲା ବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କିଶୋର ବୟସରୁ ବିର୍ସା ଉପନିବେଶବାଦୀ ଶୋଷଣ ବିରୋଧୀ ଜନପ୍ରତିରୋଧର ନେତୃତ୍ବ ନେଇଥିଲେ। ବ୍ରିଟିଶ୍ ଶାସନ ଓ ସ୍ଥାନୀୟ ଜମିଦାରଙ୍କ ଶୋଷଣ ଓ ଅତ୍ୟାଚାରରେ ନିଷ୍ପେଷିତ ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଅଧିକାର ପାଇଁ ଲଢେଇ ଜାରି ରଖିଥିଲେ।ବିର୍ସା ମୁଣ୍ଡାଙ୍କ ବିଦ୍ରୋହ ଝାଡଖଣ୍ଡ, ଓଡିଶା, ବିହାର, ପଶ୍ଚିମ ବଙ୍ଗ ଏବଂ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀ ଏକ ବିରାଟ ଆଦିବାସୀ ଆନ୍ଦୋଳନର ରୂପ ନେଇଥିଲା।ସେ ପୁଣି କହିଥିଲେ, ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପ୍ରେରଣାଦାୟୀ ଉଦ୍ୟମରେ ଆଜି ମହାନ୍ ଜନଜାତି ନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି ଉତ୍ସବ ଭଗବାନ ବିର୍ସା ମୁଣ୍ଡାଙ୍କ ବୀରତ୍ବ, ତ୍ୟାଗ ଓ ସାହସ ନିମନ୍ତେ ଉତ୍ସର୍ଗୀକୃତ।ସେ ଆହୁରି କହିଥିଲେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୀତି ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ସବ୍‌କା ବିଶ୍ବାସ ଓ ସବ୍‌କା ପ୍ରୟାସ । ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନେକ ଯୁଗାନ୍ତକାରୀ ପଦକ୍ଷପ ଗ୍ରହଣ କରିଛନ୍ତି। ପିଏମ୍ ଜନ୍‌ମନ୍‌ ଯୋଜନା, ଧର୍‌ତୀ ଆବା ଜନଭାଗିଦାରୀ ଅଭିଯାନ, ଆଦିକର୍ମ ଯୋଗୀ ଅଭିଯାନ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ଜନଜାତି ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଉଦ୍ୟମ ଜାରିରହିଛି।ମୁଖ୍ୟମନ୍ତ୍ରୀ କହିଥିଲେ, ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷପ ଗ୍ରହଣ କରିଛନ୍ତି।ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଜନଜାତି ପରିବାର ଗୁଡିକୁ ଜୀବନ ଜୀବିକାରେ ସହାୟତା ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯାଉଛି। ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର ରୋକିବା ପାଇଁ ଶହୀଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନାରେ ଅର୍ଥିକ ସହାୟତା ପ୍ରଦାନ କରାଯାଉଛି। ମୋଦୀଜୀଙ୍କ ନେତୃତ୍ବରେ ଜନଜାତି ସଶକ୍ତିକରଣର ସବୁଠାରୁ ବଡ ଉଦାହରଣ ହେଉଛନ୍ତି ଦେଶର ମହାମହିମ ରାଷ୍ଟ୍ରପତି ଓ ସେ ନିଜେ ବୋଲି ସେ କହିଥିଲେ।କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ବି.ପରମେଶ୍ବରନ୍ ସ୍ବାଗତ ଭାଷଣ ଦେଇଥିଲେ। ଜିଲ୍ଲାପାଳ ସୁନ୍ଦରଗଡ ଡ. ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ।ଭୁବନେଶ୍ୱର: ବିର୍ସା ମୁଣ୍ଡା ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଭାରତ ଇତିହାସରେ ସବୁଦିନ ପାଇଁ ଅମର ହୋଇ ରହିଛନ୍ତି। ଇଂରେଜ ଶାସନ ସମୟରେ ବିର୍ସା ଅନ୍ୟାୟ, ଅତ୍ୟାଚାରକୁ ବିରୋଧ କରି ବିହାର, ଝାଡଖଣ୍ଡ ଅଞ୍ଚଳର ସଂଗ୍ରାମୀ ମାନଙ୍କୁ ଏକାଠି ଏକ ବଡ ଧରଣର ବିପ୍ଳବ ମାଧ୍ୟମରେ ଦେଶର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଥିଲେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି।ସୂଚନା ଯୋଗ୍ୟ ଯେ, ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି।ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟରୁ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି।ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲା ଠାରେ ସୁନ୍ଦରଗଡ ଜିଲ୍ଲା ପାଇଁ ୧୩୪୫ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୬୦୯ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଉରକେଲା ସହରର ହନୁମାନ ବାଟିକା ଛକରୁ ପାୱାର ହାଉସ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ଭଗବାନ ବିର୍ସା ମୁଣ୍ଡା ରାସ୍ତା ଭାବେ ନାମିତ କରିଛନ୍ତି।ଉପସ୍ଥିତ ରାଉରକେଲା ବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କିଶୋର ବୟସରୁ ବିର୍ସା ଉପନିବେଶବାଦୀ ଶୋଷଣ ବିରୋଧୀ ଜନପ୍ରତିରୋଧର ନେତୃତ୍ବ ନେଇଥିଲେ। ବ୍ରିଟିଶ୍ ଶାସନ ଓ ସ୍ଥାନୀୟ ଜମିଦାରଙ୍କ ଶୋଷଣ ଓ ଅତ୍ୟାଚାରରେ ନିଷ୍ପେଷିତ ଲୋକମାନଙ୍କ ସାମାଜିକ ଓ ଆର୍ଥିକ ଅଧିକାର ପାଇଁ ଲଢେଇ ଜାରି ରଖିଥିଲେ। ବିର୍ସା ମୁଣ୍ଡାଙ୍କ ବିଦ୍ରୋହ ଝାଡଖଣ୍ଡ, ଓଡିଶା, ବିହାର, ପଶ୍ଚିମ ବଙ୍ଗ ଏବଂ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀ ଏକ ବିରାଟ ଆଦିବାସୀ ଆନ୍ଦୋଳନର ରୂପ ନେଇଥିଲା।ସେ ପୁଣି କହିଥିଲେ, ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପ୍ରେରଣାଦାୟୀ ଉଦ୍ୟମରେ ଆଜି ମହାନ୍ ଜନଜାତି ନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି।

ଏହି ଉତ୍ସବ ଭଗବାନ ବିର୍ସା ମୁଣ୍ଡାଙ୍କ ବୀରତ୍ବ, ତ୍ୟାଗ ଓ ସାହସ ନିମନ୍ତେ ଉତ୍ସର୍ଗୀକୃତ।ସେ ଆହୁରି କହିଥିଲେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନୀତି ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ସବ୍‌କା ବିଶ୍ବାସ ଓ ସବ୍‌କା ପ୍ରୟାସ । ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନେକ ଯୁଗାନ୍ତକାରୀ ପଦକ୍ଷପ ଗ୍ରହଣ କରିଛନ୍ତି। ପିଏମ୍ ଜନ୍‌ମନ୍‌ ଯୋଜନା, ଧର୍‌ତୀ ଆବା ଜନଭାଗିଦାରୀ ଅଭିଯାନ, ଆଦିକର୍ମ ଯୋଗୀ ଅଭିଯାନ ଭଳି ବିଭିନ୍ନ ଯୋଜନା ମାଧ୍ୟମରେ ଜନଜାତି ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଉଦ୍ୟମ ଜାରିରହିଛି।ମୁଖ୍ୟମନ୍ତ୍ରୀ କହିଥିଲେ, ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ରାଜ୍ୟ ସରକାର ଅନେକ ପଦକ୍ଷପ ଗ୍ରହଣ କରିଛନ୍ତି। ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି।ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ମାଧ୍ୟମରେ ଜନଜାତି ପରିବାର ଗୁଡିକୁ ଜୀବନ ଜୀବିକାରେ ସହାୟତା ପ୍ରଦାନ କରି ସେମାନଙ୍କୁ ସଶକ୍ତ କରାଯାଉଛି। ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍ ହାର ରୋକିବା ପାଇଁ ଶହୀଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନାରେ ଅର୍ଥିକ ସହାୟତା ପ୍ରଦାନ କରାଯାଉଛି। ମୋଦୀଜୀଙ୍କ ନେତୃତ୍ବରେ ଜନଜାତି ସଶକ୍ତିକରଣର ସବୁଠାରୁ ବଡ ଉଦାହରଣ ହେଉଛନ୍ତି ଦେଶର ମହାମହିମ ରାଷ୍ଟ୍ରପତି ଓ ସେ ନିଜେ ବୋଲି ସେ କହିଥିଲେ।କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ବି. ପରମେଶ୍ବରନ୍ ସ୍ବାଗତ ଭାଷଣ ଦେଇଥିଲେ। ଜିଲ୍ଲାପାଳ ସୁନ୍ଦରଗଡ ଡ. ଶୁଭଙ୍କର ମହାପାତ୍ର ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech