ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶନିବାର AIIMS ଯାଇ ସେଠାକାର ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହ୍ୟୁମାନ ସାଗର ଓଡ଼ିଶାର ଜଣେ ଲୋକପ୍ରିୟ ପ୍ରତିଭାବାନ କଣ୍ଠଶିଳ୍ପୀ । ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପାଇଁ ଡାକ୍ତର ମାନେ ସର୍ବୋତ୍ତମ ଉଦ୍ୟମ ଜାରି ରଖନ୍ତୁ। ଆବଶ୍ୟକ ହେଲେ ଦିଲ୍ଲୀ AIIMS କୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

