ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ
ଭୁବନେଶ୍ବର: ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି । ପରଲୋକ ନେଇ ପରିବାର ପକ୍ଷରୁ ମିଳିଛି ସୂଚନା। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ଏକାଧିକ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ଓଲିଉଡ୍ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅନେକ ଆଲବମ୍ ଓ ଫିଲ୍ମରେ ଗୀତ ଗାଇଥିଲେ ।



