ଭାରତର ଲୌହ ପୁରୁଷ ସର୍ଦାର ପଟେଲଙ୍କ ୧୫୦ତମ ଜନ୍ମ ଦିବସ ଉପଲକ୍ଷେ ଏକତା ପଦଯାତ୍ରା” ଯୋଗଦେଲେ ମାନ୍ୟବର ସାଂସଦ,ବିଧାୟକ, ଜିଲ୍ଲାପାଳ, ବରିଷ୍ଠ ପଦାଧିକାରୀ, ଜନସାଧାରଣ, ଛାତ୍ର ଛାତ୍ରୀ

ଭାରତର ଲୌହ ପୁରୁଷ ସର୍ଦାର ପଟେଲଙ୍କ ୧୫୦ତମ ଜନ୍ମ ଦିବସ ଉପଲକ୍ଷେ ଏକତା ପଦଯାତ୍ରା”ଯୋଗଦେଲେ ମାନ୍ୟବର ସାଂସଦ,ବିଧାୟକ, ଜିଲ୍ଲାପାଳ, ବରିଷ୍ଠ ପଦାଧିକାରୀ, ଜନସାଧାରଣ, ଛାତ୍ର ଛାତ୍ରୀ”

ଭବାନୀପାଟଣା:-ତା 24.11.2025 ମହାପୁରୁଷ ଲୌହ ମାନବ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ 150 ତମ ଜୟନ୍ତୀ ପାଳନ ଅବସରରେ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରାଳୟ, ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗର ନିର୍ଦେଶ କ୍ରମେ ଜିଲ୍ଲା ସ୍ତରୀୟ ରାଷ୍ଟୀୟ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି l ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ, ଜିଲ୍ଲା କ୍ରୀଡା ବିଭାଗ, ଜିଲ୍ଲା ସଂସ୍କୃତି ବିଭାଗ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ରୁ ସଂସାଦ କଳାହାଣ୍ଡି ମାଳବିକା ଦେବୀ, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଙ୍କ ଉପସ୍ଥିତିରେ ମା ମାଣିକେଶ୍ଵରୀ ଙ୍କ ଫଟୋ ଓ ସର୍ଦାର ବଲ୍ଲବ ଭାଇ ପଟେଲ ଙ୍କ ଫଟୋ ଚିତ୍ରରେ ପୂଜ୍ୟ ପୂଜା ପୂର୍ବକ ମାଲ୍ୟାର୍ପଣ କରାଯାଇ ଏକ ଭାରତ ଆତ୍ମା ନିର୍ଭର ଭାରତ ର ଶପଥ ପାଠ କରାଯାଇଥିଲା ଏବଂ ଅତିଥି ମାନଙ୍କ ଦ୍ଵାର ପତାକା ଦେଖାଇ ଏକତା ପଦ ଯାତ୍ରା ର ଶୁଭାରମ୍ଭ କରାଯାଇ ଥିଲା ।ଏହି ପଦ ଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଜିଲ୍ଲା କାରାଗାର,ନୂଆ ବସଷ୍ଟାଣ୍ଡ, ଘୋଡାଘାଟ,ସତ୍ୟମ୍ ସିନେମା, ଦୟାନିଧି ଛକ,ମାଣିକେଶ୍ଵରୀ ଛକ ଦେଇ ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା ଏବଂ ବିଶ୍ଵ ବିଦ୍ୟାଳୟର ପରିସର ମଧ୍ୟରେ ସମାବେଶ ହୋଇଥିଲା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

ଏକତା ରଥ ମାଧ୍ୟମରେ ବନ୍ଦେ ମାତରମ ରାଷ୍ଟ୍ରୀୟ ସଂଗୀତ ଗାନ କରି ସମସ୍ତେ ଜାତୀୟ ପତାକା ହାତରେ ଧରି ସହର ପରିକ୍ରମା କରିଥିଲେ lଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଂlସଦ, କଳାହାଣ୍ଡି (ଲୋକସଭା) ମାଳବିକା ଦେବୀ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ କଳାହାଣ୍ଡି,ପାୱାର ସଚିନ ପ୍ରକାଶ, ଭାରପ୍ରାପ୍ତ ଭି. ସି, ଡଃ ନିବେଦିତା ନାଥ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଉପ ଜିଲ୍ଲାପାଳ ପ୍ରଭାତ କୁମାର ପରିଡା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ରେଜିଷ୍ଟର ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଡଃ ଜୟଦେବ ସାହୁ, 64 ବାଟାଲିୟନ ଡେପୁଟି କମାଣ୍ଡେଣ୍ଟ ସଚିଦାନଁଦ ପାତ୍ର, ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ଼,ଜୟ ଶଙ୍କର ନାୟକ ଯୋଗଦେଇ ଥିଲେ। ମୁଖ୍ୟ ଅତିଥି ମାନନୀୟl ସାଂସଦ ଶ୍ରୀମତୀ ମାଳବିକା ଦେବୀ ନିଜର ବକ୍ତବ୍ୟରେ କହିଲେ ଯେ ଭାରତର ଏକତ୍ରୀ କରଣ ତଥା ଗଣରାଜ୍ୟ ଗଠନ ପାଇଁ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅତୁଳନୀୟ ଅବଦାନ ଓ ଗୁରୁତ୍ୱପୂର୍ଣ ଭୂମିକା ଥିଲା ସେଥିପାଇଁ ତାଙ୍କର ୧୫୦ତମ ଜନ୍ମ ଜୟନ୍ତୀରେ ଏକତା ପଦଯାତ୍ରାରେ ଆୟୋଜନ କରାଯାଇଛି l ଏଥିରେ ଯୋଗଦେଇଥିବା ସମସ୍ତଙ୍କୁ ହାର୍ଦିକ ଅଭିନନ୍ଦନ ଜ୍ଞାପନ କରିଥିଲେ l ସେହିପରି ଜିଲ୍ଲାପାଳ ଶ୍ରୀ ପ୍ରକାଶ ପଦଯାତ୍ରାର ସଫଳ ଆୟୋଜନ ନିମନ୍ତେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ଜିଲ୍ଲା ଯୁବ ବ୍ୟାପାର ଅଧିକାରୀ ପ୍ରସନ୍ନ ମେହେର ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରୁଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ l ଏଥିରେ ଶାରିରୀକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଶିଶୁ ସୁରକ୍ଷା ୟୁନିଟ୍ ର ଅଂଶୁମାନ ବାବୁ ସହଯୋଗ କରିଥିଲେ।ଏଥିରେ କେନ୍ଦ୍ରୀୟ ପୋଲିସ ବଳ, ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଓ ଜନସାଧାରଣ ଯୋଗଦେଇଥିଲେ l ଏହି ଦିବସ ଉପଲକ୍ଷେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ଶେଷରେ ଅତିରିକ୍ତ ଜିଲାପାଳ ଶ୍ରୀ ଦର ୱାନ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଅପରାହ୍ନ ରେ ଧର୍ମଗଡ଼ ଠାରେ ମଧ୍ୟ ଏକତା ପଦ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦ କଳାହାଣ୍ଡି ମାଳବିକା ଦେବୀ, ସମ୍ମାନିତ ଅତିଥି ଭାବେ ବିଧାୟକ ଧର୍ମଗଡ଼ ସୁଧୀର ରଞ୍ଜନ ପାଟଯୋଷୀ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ଉପ ଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ଚେୟାର ମେନ ପୌରପାଳିକା ଧର୍ମଗଡ଼ ଅଶୋକ କୁମାର ମହାନ୍ତି, ପଞ୍ଚାୟତ ସମିତି ଅଧ୍ୟକ୍ଷl ବବିତା ପାଟଯୋଷୀ ଯୋଗଦେଇ ସର୍ଦାର ବଲ୍ଲବ ଭାଇ ପଟେଲ ଙ୍କ ର ସ୍ମୃତି ଚାରଣ କରି ରାଷ୍ଟ୍ରୀୟ ଏକତା ପଦ ଯାତ୍ରା ର ଶୁଭାରମ୍ଭ କରିଥିଲେ। ଏହି ପଦ ଯାତ୍ରା ମା ଭଣ୍ଡାର ଘରଣୀଙ୍କ ମନ୍ଦିର ରୁ ବାହାରି ଗୋଡଭଯା ଗୋଲେଇ ଛକ ପର୍ଯ୍ୟନ୍ତ ପରିକ୍ରମା କରିଥିଲା ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ତହସିଲଦାର କିର୍ତ୍ତୀ ଚନ୍ଦ୍ର ପ୍ରଧାନ, ମାଇ ଭାରତ ଯୁବ ଅଧିକାରୀ ପ୍ରସନ୍ନ ମେହେର,ଶିଶୁ ସୁରକ୍ଷା ୟୁନିଟ୍ ର ଅଂଶୁମାନ ବାବୁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech