ମସ୍କୋ: ୟୁକ୍ରେନ୍ ଉପରେ ରୁଷ୍ ବର୍ଷର ସବୁଠାରୁ ବଡ ଆକ୍ରମଣ କରିଛି। ରୁଷ୍ର ଏହି ଭୟଙ୍କର ଆକ୍ରମଣରେ ପ୍ରାୟ ୩୩ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୬ ଶିଶୁ ଏବଂ କିଛି ମହିଳା ମଧ୍ୟ ସାମିଲ ଅଛନ୍ତି। ସେହିପରି ଶହେରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି ଏବଂ ଅନେକ କୋଠା, ସଡକ ଓ ଅନ୍ୟ ଭିତ୍ତିଭୂମିର ବ୍ୟାପକ କ୍ଷତି ଘଟିଥିବା ୟୁକ୍ରେନ୍ ପକ୍ଷରୁ ସୂଚନା ଦିଆଯାଇଛି।

May 26, 2026/
No Comments


