ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ 2025

*ଅନ୍ତର୍ଜାତୀୟ ପ୍ରତିଯୋଗିତାଓଡିଶା ମାଷ୍ଟର୍ସ 2025 ….*ମହିଳା କ୍ୱାର୍ଟର କୁ ଉନ୍ନୀତ ହେଲେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅନୁପମା ଉପାଧ୍ୟାୟ…*ପୁରୁଷ କ୍ୱାର୍ଟର ରେ ଥରୁନ ମାନେପଲ୍ଲୀ,ସୁବ୍ରତ ସୁବ୍ରମଣିଅନ, କିରଣ ଜର୍ଜ, ଓ ସତୀଶ କୁମାର

ଭୁବନେଶ୍ୱର / କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ 2025” ର ପ୍ରି କ୍ଵାଟର ରାଉଣ୍ଡ ର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗ ର 39 ଟି ମେଚ ଅନୁଷ୍ଠିତ ହୋଇଯାଇଅଛି lତୃତୀୟ ଦିନ ର ଏହି ଆନ୍ତର୍ଜାତୀୟ ପ୍ରତିଯୋଗୀତା ରେ ମୁଖ୍ୟ ଅତିଥି ଭାବେ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଖେଳାଳୀ, ଦର୍ଶକ ଓ କର୍ମକର୍ତା ଙ୍କୁ ଶୁଭେଚ୍ଛା ବାର୍ତା ପ୍ରଦାନ କରିଥିଲେ l ଏ ଅବସରରେ ମାନ୍ୟବର ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ,କଟକ ସଦର ବିଧାୟକ ପ୍ରକାଶ ସେଠି, କ୍ରୀଡା ନିର୍ଦେଶକ ଡ଼. ବିଜୟ ୟେଦୁଲ୍ଲା,କଟକ ଜିଲ୍ଲାପାଳ ଶ୍ରୀ ଦତ୍ତlତ୍ରେୟ ଭାଉ ସାହେବ ସିନ୍ଧେ, କଟକ ମହାନଗର ନିଗମ ର କମିଶନର କିରଣ ଦୀପ କୌର ସହଟା ପ୍ରମୁଖ ଅତିଥି ଭାବେ ଉପସ୍ଥିତରହିଥିଲେ lତୃତୀୟ ଦିନ ରେ ଖେଳାଯାଇ ଥିବା ମହିଳା ସିଙ୍ଗଲ ପୁରୁଷ ସିଙ୍ଗଲ ବିଭାଗ ରେ ପ୍ରାୟତଃ ସିଡେଡ଼ ଖେଳାଳୀ ମାନେ ଉତ୍ତମ ଖେଳ ପ୍ରଦର୍ଶନ କ୍ୱାର୍ଟର ଫାଇନାଲ ରାଉଣ୍ଡ କୁ ପହଂଚି ଯାଇଛନ୍ତି lମହିଳା ବିଭାଗ ର ପ୍ରି କ୍ଵାଟର ରାଉଣ୍ଡ ରେ ଟପସିଡ ଭାରତୀୟ ଖେଳାଳୀ ଉନ୍ନତି ହୁଡ଼ା ଥାଇଲାଣ୍ଡ ଖେଳାଳୀ ତୀଦାପ୍ରନ କ୍ଳୀବାଇସୁନ ଙ୍କୁ 21-7,21-14 ରେ ପରାଜିତ କରି କ୍ଵାଟର ଫାଇନାଲ ରେ ପହଂଚି ଛନ୍ତି l ମହିଳା କ୍ୱାର୍ଟର ରେ ପହଞ୍ଚି ଥିବା ଅନ୍ୟ ଖେଳାଳୀ ମାନେ ହେଲେ ତୃତୀୟ ସିଡ ତନଭି ଶର୍ମା, ପଞ୍ଚମ ସିଡ ଅନୁପମା ଉପାଧ୍ୟାୟ ଓ ଷଷ୍ଠ ସିଡ ଅନମୋଲ ଖର୍ବ lପୁରୁଷ ବିଭାଗ ସିଙ୍ଗଲ ରେ ମଧ୍ୟ ଟପ ସିଡ ଥରୁନ ମାନେପଲ୍ଲୀ ନିଜ ଦେଶ ଖେଳାଳୀ ଗୋବିନ୍ଦ କ୍ରିଷ୍ଣା ଙ୍କୁ 21-16,12-21 ଓ 21-11 ର ସଂଘର୍ଷ ପୂର୍ଣ୍ଣ ବିଜୟ ସହ କ୍ୱାର୍ଟର ରେ ପହଂଚିଛନ୍ତି l କ୍ୱାର୍ଟର ଫାଇନାଲ ରେ ପହଂଚି ଥିବା ଅନ୍ୟ ଖେଳାଳୀ ମାନେ ହେଲେ ଗତ ସିଜନ ର ସିଙ୍ଗଲ ଚାମ୍ପିୟନ ତଥା ଅଷ୍ଟମ ସିଡ ସତୀଶ କୁମାର, ଦ୍ଵିତୀୟ ସିଡ କିରଣ ଜର୍ଜ ଏବଂ ସପ୍ତମ ସିଡ ଶଙ୍କର ସୁବ୍ରମଣିଅନ l

ମହିଳା ଡବଲସ ବିଭାଗ ରେ ଅନୁଷ୍ଠିତ ପ୍ରି କ୍ୱାର୍ଟର ରାଉଣ୍ଡ ମେଚ ରେ ଟପ ସିଡ ବୁଲଗେରିଆ ଯୋଡି ଗେବ୍ରିଏଲା ଷ୍ଟୋଭା ଓ ଷ୍ଟେଫlନୀ ଷ୍ଟୋଭା ଇଣ୍ଡୋନେସିଆ ଯୋଡି ଭେଲିଶା କ୍ରିଷ୍ଟିନା ଓ ଅଗ୍ନିଆ ଶ୍ରୀରହୟୁ ଙ୍କୁ 21-19,21-13 ପଏଣ୍ଟ ରେ ପରାସ୍ତ କରି କ୍ୱାର୍ଟର ଫାଇନାଲ ରେ ପହଂଚିଛନ୍ତି l

ମହିଳା ଡବଲସ ର କ୍ଵାଟର ରେ ପହଂଚି ଥିବା ଅନ୍ୟ ଯୋଡି ମାନେ ହେଲେ ଭାରତୀୟ ଯୋଡି ଅଶ୍ୱିନୀ ଭଟ୍ଟ ଓ ସାଥି ଶିଖା ଗୌତମ, ଷଷ୍ଠ ସିଡ କବିପ୍ରିୟା ସେଲବମ ଓ ସାଥି ସିମରନ ସିଂଘି ଏବଂ ଅଷ୍ଟମ ସିଡ ଇଣ୍ଡୋନେସିଆ ଯୋଡି ଶିତି ସରହ ଆଜହାର ଏବଂ ଦିତ୍ୟା ରାମଧାନୀ lଭାରତୀୟ ବେଡ଼ମୀଣ୍ଟନ ସଙ୍ଘ ଓଡିଶା ସରକାର ଏବଂ ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଙ୍ଘ ର ମିଳିତ ସହଯୋଗ ରେ ଚାଲିଥିବା ଏହି ଆନ୍ତର୍ଜାତୀୟ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲ ର ସମସ୍ତ ମେଚ 12 ତାରିଖ ଦିନ ଖେଳlହେବ l

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech