ଟଳି ପଡ଼ିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ ।

September 20, 2026/
No Comments


