ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଚତୁର୍ଥ ତଟବର୍ତ୍ତୀ ସୁରକ୍ଷା ସମୟ ସମିତି ସମ୍ପର୍କିତ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ଵର: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଚତୁର୍ଥ ତଟବର୍ତ୍ତୀ ସୁରକ୍ଷା ସମୟ ସମିତି ସମ୍ପର୍କିତ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ।

ଉକ୍ତ ବୈଠକରେ ରାଜ୍ୟରେ ବହୁ ପ୍ରତିଷ୍ଠିତ ତୈଳ ଓ ଗ୍ୟାସ କମ୍ପାନିର ବରିଷ୍ଠ ପଦାଧିକାରୀଙ୍କ ସହ ସୁରକ୍ଷା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ଓଡ଼ିଶା ପୋଲିସ ଏବଂ ତୈଳ କମ୍ପାନୀଗୁଡ଼ିକ ମଧ୍ୟରେ ଉପଯୁକ୍ତ ସହଯୋଗ ଓ ସମନ୍ୱୟ ସମ୍ପର୍କରେ ବୈଠକରେ ମତପ୍ରକାଶ ପାଇଥିଲା।ଓଡ଼ିଶାର ପାରାଦୀପ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପେଟ୍ରୋଲିୟମ ସଂରକ୍ଷଣ ଏବଂ ପରିବହନ ଭିତ୍ତିଭୂମି ସହ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରତିଷ୍ଠାନ ରହିଛି। ଏହା ବ୍ୟତୀତ ବିଭିନ୍ନ କମ୍ପାନୀର ପାଇପଲାଇନଗୁଡ଼ିକ ଓଡ଼ିଶାର ବିଭିନ୍ନ ଜିଲ୍ଲା ମଧ୍ୟ ଦେଇ ଗତି କରୁଥିବା ବେଳେ ଅନ୍ୟ ରାଜ୍ୟକୁ ମଧ୍ୟ ପେଟ୍ରୋଲିୟମ ଯୋଗାଣ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ତୈଳ କମ୍ପାନି ଗୁଡିକର ସୁରକ୍ଷା ଓ ପରିବହନ ବ୍ୟବସ୍ଥା ସଂକ୍ରାନ୍ତରେ ବୈଠକରେ ଆଲୋଚନା ହୋଇଥିଲା।ବୈଠକରେ ତୈଳ କମ୍ପାନିଗୁଡିକର ମାର୍ଗଦର୍ଶୀକାକୁ ଅନୁପାଳନ କରିବା, କମ୍ପାନିର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା, ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ କଡା କର୍ଜୟାନୁଷ୍ଠାନ, ଅସାମାଜିକ ବ୍ୟକ୍ତିଙ୍କ ଦ୍ଵାରା ଡ୍ରୋନର ଅପବ୍ୟବହାର ରୋକିବାକୁ ବିହିତ ପଦକ୍ଷେପ, ତୈଳ ଚୋରି ରୋକିବା, ପାଇପଲାଇନ ଭାଙ୍ଗିବା, ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣ ପରିସ୍ଥିତି, ପେଟ୍ରୋଲିୟମ ଭିତ୍ତିଭୂମିର ବୈଷୟିକ ଦିଗ, ପାଇପଲାଇନ-ପାସ କରୁଥିବା ଗ୍ରାମଗୁଡ଼ିକରେ ସଚେତନତା କାର୍ଯ୍ୟକ୍ରମ, ପାଇପଲାଇନ ନିକଟରେ ଜବରଦଖଲ ଏବଂ ଅସୁରକ୍ଷିତ କାର୍ଯ୍ୟକଳାପ, ଚୋରି ଏବଂ ଅନ୍ୟାନ୍ୟ ସଙ୍ଗିନ ମାମଲାର ବୃତ୍ତିଗତ ତଦନ୍ତ, ପାଇପଲାଇନ ସମ୍ବନ୍ଧୀୟ ଅପରାଧଗୁଡ଼ିକୁ ପ୍ରାଥମିକତା ଦେବାକୁ ବୈଠକରେ ଗୁରୁତ୍ବାରୋପ କରାଯାଇଥିଲା।ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ମିଶ୍ର ତୈଳ କମ୍ପାନିଗୁଡିକର ସୁରକ୍ଷା ନିମନ୍ତେ ପୋଲିସ ପକ୍ଷରୁ ଆବଶ୍ୟକୀୟ ସହାୟତା ପ୍ରଦାନ କରାଯିବ ବୋଲି ମତବ୍ୟକ୍ତ କରିଥିଲେ। ଏହା ସହ ଜିଲ୍ଲା ତଥା ସ୍ଥାନୀୟ ପୋଲିସ ସହିତ କମ୍ପାନିର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରହିବା ଦିଗରେ ଗୁରୁତ୍ବାରୋପ କରିଥିଲେ। ପରସ୍ପର ମଧ୍ୟରେ ସୂଚନା ଆଦାନପ୍ରଦାନ ସହ ସ୍ଥାନୀୟ ଗୁଇନ୍ଦା ଏବଂ ପାଟ୍ରୋଲିଂ ବ୍ୟବସ୍ଥା ଉପରେ ସେ ପରାମର୍ଶ ଦେଇଥିଲେ। ରାଜ୍ୟ, ରେଞ୍ଜ ଏବଂ ଜିଲ୍ଲା ସ୍ତରରେ ତୈଳ କମ୍ପାନୀ ଅଧିକାରୀଙ୍କ ସହିତ ସମୟ ସମୟରେ ମିଳିତ ସମୀକ୍ଷା ବୈଠକ, ସନ୍ଦିଗ୍ଧ କାର୍ଯ୍ୟକଳାପର ସୂଚନା ଆଦାନପ୍ରଦାନ, ସମ୍ବେଦନଶୀଳ ସୂଚନା ପାଇଁ ସୁରକ୍ଷିତ ଯୋଗାଯୋଗ ଚ୍ୟାନେଲର ବ୍ୟବହାର ଆଦି ପ୍ରସଙ୍ଗରେ ମତବ୍ୟକ୍ତ କରିଥିଲେ।ଏହି ବୈଠକରେ ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳ, ଡିଆଇଜି(କେନ୍ଦ୍ରାଞ୍ଚଳ) ସତ୍ୟଜିତ ନାଏକଙ୍କ ସମେତ IOCL (ସିଜିଏମ) କମଲ ଶୀଲ, (ସିଜିଏମ, ସିକ୍ୟୁରିଟି) ତରୁଣ କେ. ବିଶାଇ, (ସିଜିଏମ, ଅପରେସନ) ଆର.କେ ସାହୁଙ୍କ ସମେତ BPCL, HPCL ଏବଂ GAIL ପରି ପ୍ରମୁଖ କମ୍ପାନୀର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech