ଅନୁଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର: ବରିଷ୍ଠ ଆଇ ଏ ଏସ୍ ଅଧିକାରୀ ଅନୁ ଗର୍ଗ ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ। ୧୯୯୧ ବ୍ୟାଚ୍ର ଆଇ ଏ ଏସ୍ ଅଫିସର ଅନୁ ଗର୍ଗ। ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବ।



