ଜିଲ୍ଲା ପରିଷଦ କଳାହାଣ୍ଡି ଅଷ୍ଟମ ବୈଠକ ଅନୁଷ୍ଠିତ

ଜିଲ୍ଲା ପରିଷଦ କଳାହାଣ୍ଡି ଅଷ୍ଟମ ବୈଠକ ଅନୁଷ୍ଠିତ

ଭବାନୀପାଟଣା : ତା. ୨୪.୧୨.୨୦୨୫ – ଜିଲ୍ଲା ପରିଷଦ କଳାହାଣ୍ଡି ଅଷ୍ଟମ ବୈଠକ ଆଜି କଳାହାଣ୍ଡି ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ ସିଂଦେଓ ସମସ୍ତଙ୍କୁ ସ୍ୱାଗତ ଜଣାଇ କଳାହାଣ୍ଡିର ସର୍ବାଙ୍ଗୀନ ବିକାଶ ଦିଗରେ ସମସ୍ତ ଜିଲ୍ଲା ପରିଷଦର ସଭ୍ୟ ସଭ୍ୟା ଗଠନ ମୂଳକ ପ୍ରସ୍ତାବ ଦେବା ସହିତ ଶାନ୍ତିଶୃଙ୍ଖଳା ଭାବରେ ଆଲୋଚନା କରିବା ପାଇଁ ପରାମର୍ଶ ଦେଇଥିଲେ । ଏଥିରେ ସାଂସଦ କଳାହାଣ୍ଡି (ଲୋକସଭା) ମାଳବିକା ଦେବୀ ଯୋଗଦେଇ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହିତ କଳାହାଣ୍ଡିର ବିକାଶ କ୍ଷେତ୍ରରେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ଵ ଦେଇଥିଲେ । ଏହି ବୈଠକରେ ସାଂସଦ (ରାଜ୍ୟସଭା) ସୁଜିତ କୁମାର, ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଜିଲ୍ଲାସ୍ତରୀୟ, ବ୍ଲକସ୍ତରୀୟ ସମସ୍ତ ଅଧିକାରୀ, ଜନପ୍ରତିନିଧିଙ୍କ ସହିତ ଯୋଗାଯୋଗ ରଖି ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନରେ ଯତ୍ନବାନ ହୋଇ କାର୍ଯ୍ୟ ତୁଲାଇବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ବିଧାୟିକା ନର୍ଲା ମନୋରମା ମହାନ୍ତି, ଉପାଧ୍ୟକ୍ଷା ଜିଲ୍ଲାପରିଷଦ ସୁଧୀରା ମେହେର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୁର୍ଯ୍ୟୋଧନ ଭୋଇ, ଲାଞ୍ଜିଗଡ ଏବଂ ଧର୍ମଗଡ଼ ବିଧାୟକଙ୍କ ପ୍ରତିନିଧି, ଜିଲ୍ଲାପରିଷଦ ର ସମସ୍ତ ସଭ୍ୟ, ସଭ୍ୟା, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା, ବ୍ଲକ ଅଧ୍ୟକ୍ଷ ନିଜ ନିଜ ଅଞ୍ଚଳ/ବ୍ଲକ ର ବିଭିନ୍ନ ସମସ୍ୟା ସମ୍ପର୍କରେ ବୈଠକରେ ଉପସ୍ଥାପନା କରିବା ସହିତ ଏହାର ସମାଧାନ ଦିଗରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଯଥାଶୀଘ୍ର ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଥିଲେ । ଏହି ବୈଠକରେ ଖାଦ୍ୟ ଯୋଗାଣ , କୃଷି, ସ୍ୱାସ୍ଥ୍ୟ, ଜଳସେଚନ, ଶିକ୍ଷା, ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ, ବିଦ୍ୟୁତ, ସାମାଜିକ ମଙ୍ଗଳ ଓ ସୁରକ୍ଷା, ଅବକାରୀ, ଜିଲ୍ଲା ଜଙ୍ଗଲ ଅଧିକାର, ରାସ୍ତା ଓ କୋଠାବାଡି, ଗ୍ରାମ୍ୟ ଉନ୍ନୟନ ଇତ୍ୟାଦି ବିଭାଗର କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ବୈଠକରେ ସ୍ୱାସ୍ଥ୍ୟ ବିଭାଗରେ ଆବଶ୍ୟକ ଡାକ୍ତର ପଦବୀରୁ ୬୦ ଭାଗ ଖାଲି ରହିଥିବାରୁ ସ୍ଵାସ୍ଥ୍ୟସେବାର ସମସ୍ୟା ନେଇ ଦୃଷ୍ଠି ଆକର୍ଷଣ କରାଯିବା ସହିତ ଆବଶ୍ୟକ ଡାକ୍ତର ପଦବୀ କିପରି ପୂରଣ କରାଯାଇପାରିବ ସେ ସମ୍ପର୍କରେ ବିଶଦ ଆଲୋଚନା କରାଯାଇଥିଲା । ଧାନ ମଣ୍ଡିରୁ ଚାଷୀଙ୍କ ଧାନ ଠିକ ସମୟରେ ନ ଉଠିବା ନେଇ ସଭ୍ୟ, ସଭ୍ୟା ବୈଠକରେ ନିଜ ନିଜ ମତ ଉପସ୍ଥାପନ କରିବା ସହିତ ଠିକ ସମୟରେ ମିଲର୍ସ ଧାନ ମଣ୍ଡିରୁ ଧାନ ଉଠାଣ କରିବା ପାଇଁ ଅନୁରୋଧ କରିଥିଲେ । ଜିଲ୍ଲା ଯୋଗାଣ ଅଧିକାରୀ ମିଲର୍ସମାନଙ୍କ ସହିତ ଯୋଗାଯୋଗ କରି ଠିକ ସମୟରେ ଚାଷୀଙ୍କ ଧାନ ଉଠାଣ କରିବାରେ ବିଳମ୍ବ ନ ହୁଏ ସେ ଦିଗରେ ଯତ୍ନବାନ୍ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା । ବୈଠକରେ ସମସ୍ତ ସଭ୍ୟ, ସଭ୍ୟା ଙ୍କ ଦ୍ଵାରା ଉପସ୍ଥାପନା କରାଯାଇଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଯତ୍ନବାନ ହୋଇ କାର୍ଯ କରିବା ପାଇଁ ପରାମର୍ଶ ଦିଆଯାଇଥିଲା । ଶେଷରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପାଢୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech