କଳାହାଣ୍ଡି ଜିଲ୍ଲା ସ୍ତରୀୟ ସୁଶାସନ ଦିବସ, ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ପାଳିତ

କଳାହାଣ୍ଡି ଜିଲ୍ଲା ସ୍ତରୀୟ ସୁଶାସନ ଦିବସ, ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ପାଳିତ

ଭବାନୀପାଟଣା:ତା 25.12.2025 କଳାହାଣ୍ଡି ଜିଲ୍ଲା ସ୍ତରୀୟ ସୁଶାସନ ଦିବସ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ 101 ତମ ଜୟନ୍ତୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ପାଳନ କରାଯାଇଅଛି। ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦର ୱାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ କଳାହାଣ୍ଡି(ଲୋକସଭା) ମାଳବିକା ଦେବୀ, ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର, ଜୟ ଶଙ୍କର ନାୟକ, ବକ୍ତା ଭାବେ ଡକ୍ଟର ଉମେଶ ଚନ୍ଦ୍ର ଶତପଥି ଯୋଗଦେଇ ଅଟଳ ବିହାରୀ ବାଜପେୟୀ ଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ମୁଖ୍ୟ ଅତିଥି ଲୋକସଭା ସଦସ୍ୟା ଶ୍ରୀମତୀ ମାଳବିକା ଦେବୀ ଅଟଳ ବିହାରୀ ବାଜପେୟୀ ଙ୍କ ସ୍ମୃତି ଚାରଣ କରି ସୁଶାସନ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି, ବକ୍ତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ଆଦର୍ଶ ଜୀବନୀ ଉପରେ ଉଲ୍ଲେଖ କରି ତାଙ୍କ ଜନ୍ମ ଦିବସ କୁ ସୁଶାସନ ଦିବସ ଭାବରେ ସାରା ଭାରତ ବର୍ଷରେ ପାଳନ କରିବା ର ମହତ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢି,ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛତ୍ରୀଆ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମ ଉପଲକ୍ଷେ ବିଦ୍ୟାଳୟ ମହାବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗୀତା ର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାର ପୁରସ୍କାର ଓ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା। ଉଚ୍ଚବିଦ୍ୟାଳୟ ସ୍ତରରେ ସରସ୍ଵତୀ ଶିଶୁ ମନ୍ଦିର ବ୍ରଜ ବିହାର ଭବାନୀପାଟଣା ର ଶିବାନନ୍ଦ ବାରିକ ପ୍ରଥମ, ଅଭିନବ ଦାସ ଦିତୀୟ, ବୃନ୍ଦାବତୀ ବିହାର ର ଅଭିଜିତ ରଣା ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ମହାବିଦ୍ୟାଳୟ ସ୍ତରୀୟ ବକ୍ତୃତା ପ୍ରତିଯୋଗୀତା ରେ ବିକାଶ ଡିଗ୍ରୀ କଲେଜ ର ମନୋରମା କିରଣମଇ ଦେବୀ ପ୍ରଥମ, ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ର ପ୍ରତ୍ୟୁଷl ପଟ୍ଟନାୟକ ଦିତୀୟ ଓ ଟେମଫୁଲା ରଣା ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ଏହି ଅବସରରେ ସଭା କାର୍ଯ୍ୟକ୍ରମ ପରେ ବାଜପେୟୀ ଙ୍କ ଆଦର୍ଶ ଜୀବନୀ ସମ୍ପର୍କରେ ଏକ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା ଏଥିରେ ବହୁ ସଂଖ୍ୟାରେ କବି କବୟତ୍ରୀ ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ। କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ। କବିତା ପାଠ କାର୍ଯ୍ୟକ୍ରମ କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ଗାଳ୍ପିକ ଦିଲେଶ୍ଵର ରଣା ପରିଚାଳନା କରିଥିଲେ ଏଥିରେ ସୁଧୀର ରଞ୍ଜନ ଧାଙ୍ଗଡ଼lମାଝୀ ସହଯୋଗ କରିଥିଲେ l ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech