ଅନୁଗୋଳ/ବଅଁରପାଳ – ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମର ଅବସର ପ୍ରାପ୍ତ ପ୍ରାଇମେରୀ ସ୍କୁଲ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ନାୟକଙ୍କ ଆଜି ପରଲୋକ ହୋଇ ଯାଇଛି। ଆଜି ସକାଳ ପ୍ରାୟ ୧୧ଟା ବେଳେ ତାଙ୍କ ବାସ ଭବନରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କର ମୃତ୍ୟୁରେ ପରିବାର ଓ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

January 16, 2026/
No Comments


