ଗ୍ୟାସ୍ ଟାଙ୍କି ଫାଟି ମହିଳା ଗୁରୁତର
ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ଟାଉନ ଥାନା ପାତ୍ରପଡ଼ା ନିକଟରେ ଗ୍ୟାସ୍ ଟାଙ୍କି ଫାଟି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ରୋଷେଇ ବେଳେ ଫାଟିଲା ଗ୍ୟାସ୍ ଟାଙ୍କି। ଗୁରୁତର ମହିଳା ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସୂଚନା।

All rights reserved. Designed by Inter Softech