ଜାନୁଆରୀ ୧୨ ରେ ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ଵର: “ବନ୍ଦେ ମାତରମ୍”ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ଛାତ୍ରଛାତ୍ରୀମାନେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବେ। ଏଥିସହ ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରାଯିବ।

ଏଥି ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଶିକ୍ଷାନୁଷ୍ଠାନମାନଙ୍କରେ ସାମୂହିକ ବନ୍ଦେ ମାତରମ୍ ଗାନ ନିମନ୍ତେ ରାଜ୍ୟବ୍ୟାପୀ “ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଉଛି। ରାଜ୍ୟର ସମସ୍ତ ଜିଲ୍ଲାକୁ ୫ଟି ମଣ୍ଡଳ – ଜୟପୁର ମଣ୍ଡଳ (କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ ନୂଆପଡ଼ା) ବ୍ରହ୍ମପୁର ମଣ୍ଡଳ (ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଏବଂ ନୟାଗଡ଼ ), ବାଲେଶ୍ୱର ମଣ୍ଡଳ (ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର ଓ ଯାଜପୁର), ସମ୍ବଲପୁର ମଣ୍ଡଳ (ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ବରଗଡ଼, ବଲାଙ୍ଗୀର ଓ ସୁବର୍ଣ୍ଣପୁର) ଏବଂ ଭୁବନେଶ୍ୱର ମଣ୍ଡଳ (ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଏବଂ ଅନୁଗୁଳ)ରେ ବିଭକ୍ତ କରାଯାଇ “ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଇଛି।ଗତ ୨୦୨୫ ମସିହା ଡିସେମ୍ବର ମାସ ୨୩, ୩୦ ଓ ୩୧ ତାରିଖରେ ଯଥାକ୍ରମେ ବ୍ରହ୍ମପୁର, ବାଲେଶ୍ୱର ଏବଂ ଜୟପୁର ମଣ୍ଡଳରେ ମଣ୍ଡଳ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମାପ୍ତ ହୋଇଥିବା ବେଳେ ଜାନୁଆରୀ ୨, ୨୦୨୬ ରିଖରେ ସମ୍ବଲପୁର ଓ ଆଜି ଜାନୁଆରୀ ୩, ୨୦୨୬ ରିଖରେ ଭୁବନେଶ୍ୱର ମଣ୍ଡଳରେ ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମାପ୍ତ ହୋଇଛି।ରାଜ୍ୟର ପ୍ରତ୍ୟେକ ବ୍ଲକ, ମହାନଗର ନିଗମ, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ଜଣ ଶିକ୍ଷକ/ଅଧ୍ୟାପକ (ବିଦ୍ୟାଳୟ ସ୍ତରରୁ ୨ଜଣ ଏବଂ ମହାବିଦ୍ୟାଳୟ /ବିଶ୍ୱବିଦ୍ୟାଳୟ ସ୍ତରରୁ ୧ଜଣ) ଜିଲ୍ଲାପାଳଙ୍କ ଦ୍ୱାରା ମନୋନୀତ ହୋଇ ଏହି “ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍” ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।ମଣ୍ଡଳ ସ୍ତରରେ ପ୍ରଶିକ୍ଷଣ ପ୍ରାପ୍ତ କରିଥିବା ପ୍ରଶିକ୍ଷାର୍ଥୀମାନେ ଆଗାମୀ ଦିନରେ ବ୍ଲକ/ ମହାନଗର ନିଗମ /ପୌର ପରିଷଦ /ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅନୁଷ୍ଠିତ ହେବାକୁ ଥିବା “ପରିଷଦ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ” କାର୍ଯ୍ୟକ୍ରମରେ ପ୍ରତ୍ୟେକ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇ ଆସିଥିବା ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବେ। ରାଜ୍ୟର ସମସ୍ତ ବ୍ଲକ/ ମହାନଗର ନିଗମ /ପୌର ପରିଷଦ /ବିଜ୍ଞାପିତ ଅଞ୍ଚଳ ପରିଷଦରେ “ପରିଷଦ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ” ଜାନୁଆରୀ ୧୦ ତାରିଖ ମଧ୍ୟରେ ସମାପ୍ତ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ଏହାପରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ ଛାତ୍ରଛାତ୍ରୀମାନେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବା ସହ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରିବେ। ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ “ଆତ୍ମନିର୍ଭର ଭାରତ ଆମ୍ବାସଡ଼ର” ଭାବେ ଜଣେ ବିଦ୍ୟାର୍ଥୀଙ୍କୁ ମନୋନୀତ କରାଯିବ।ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ଏଥିସହ ୟୁଥ କ୍ଲବମାନଙ୍କରେ ମଧ୍ୟ “ବନ୍ଦେ ମାତରମ୍” ଗାନ କରାଯିବ।ଉତ୍କଳ ବିଶ୍ୱବିଦ୍ୟାଳୟରେ “ଭୁବନେଶ୍ୱର ମଣ୍ଡଳ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ”ର ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ସୂରଜ ବନ୍ଦେ ମାତରମ୍ର ପୃଷ୍ଠଭୂମି ସମ୍ବନ୍ଧରେ ଆଲୋକପାତ କରିବା ସହ ଜାତୀୟ ଚେତନା ଏବଂ ଦେଶାତ୍ମବୋଧକ ଚିନ୍ତନରେ “ବନ୍ଦେ ମାତରମ୍”ର ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। “ବନ୍ଦେ ମାତରମ୍” ସ୍ୱାଧୀନତା ଆନ୍ଦୋଳନର ସ୍ୱର ପାଲଟିଲା। ମା’ ଭାରତୀର ଜୟଗାନ କରିବା ସହ ଆଜି ମଧ୍ୟ “ବନ୍ଦେ ମାତରମ୍” ସମସ୍ତ ଦେଶବାସୀଙ୍କୁ ସାହସ ଓ ଶକ୍ତି ପ୍ରଦାନ କରିଥାଏ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼ା. ବିଜୟ କେତନ ଉପାଧ୍ୟାୟ, ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ଡ଼. ଚନ୍ଦ୍ର ଶେଖର ହୋତା, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ, ବିଶିଷ୍ଟ ସମାଜସେବୀ ଜଗଦୀଶ ପ୍ରସାଦ ଖାଡ଼ଙ୍ଗ, ସଙ୍ଗୀତଜ୍ଞ ରଜନୀ କାନ୍ତ ମହାପାତ୍ର, ଯାମିନୀ କାନ୍ତ ମିଶ୍ର, ବନ୍ଦେ ମାତରମ୍ ମୁଖ୍ୟ ପ୍ରଶିକ୍ଷକ ନିରଞ୍ଜନ ପଣ୍ଡା, ଦୀପକ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।ଭୁବନେଶ୍ଵର: “ବନ୍ଦେ ମାତରମ୍”ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ) ଛାତ୍ରଛାତ୍ରୀମାନେ ସାମୂହିକ ଭାବେ “ବନ୍ଦେ ମାତରମ୍” ଗାନ କରିବେ। ଏଥିସହ ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରାଯିବ। ଏଥି ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech