ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଅଧ୍ୟକ୍ଷତା କରି କହିଲେ ଯେ ସାଧାରଣତନ୍ତ୍ର ଦିବସ ହେଉଛି ସମସ୍ତଙ୍କ ପାଇଁ ଗର୍ବ, ଗୌରବ ଓ ଭାବବେଗର ପ୍ରତୀକ।

September 15, 2026/
No Comments


