ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ । ଗ୍ରାମ ପଞ୍ଚାୟତରେ ସରପଞ୍ଚ ଏକ ସର୍ବୋଚ୍ଚ ତଥା ଗୁରୁତ୍ୱପୂର୍ଣ୍ଣ ପଦବି । ସରପଞ୍ଚଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼େ । ତେଣୁ ସରପଞ୍ଚ ନିଶ୍ଚିତ ଓଡ଼ିଆ ଭାଷା ପଢ଼ିବା ଏବଂ ଲେଖି ଜାଣିବା ଆବଶ୍ୟକ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ।

ଏହି ପରିପ୍ରେକ୍ଷୀରେ ହାଇକୋର୍ଟ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ୍ ସୁହାଗପୁର ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦିଆଯାଇଥିବା ଆଦେଶକୁ କାଏମ୍ ରଖିଛନ୍ତି । ସରପଞ୍ଚ ଶେଖ ଆବୁତେହେରଙ୍କ ପକ୍ଷରୁ ଆଗତ ମାମଲାକୁ ଖାରଜ କରିବା ଅବସରରେ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ରାଧାକୃଷ୍ଣ ପଟ୍ଟନାୟକ ଏହି ଆଦେଶ ଦେବା ସହ ନିମ୍ନ ଅଦାଲତଙ୍କ ଆଦେଶ କାଏମ୍ ରଖିଛନ୍ତି । ୨୦୨୨ରେ ନିମାପଡ଼ା ଅଞ୍ଚଳର ସୁହାଗପୁର ସରପଞ୍ଚ ଭାବେ ଶେଖ ଆବୁତେହେର ନିର୍ବାଚିତ ହୋଇଥିଲେ । ନିର୍ବାଚନ ପରେ ପରାଜିତ ପ୍ରାର୍ଥୀ ଶାନ୍ତିଲତା ମିଶ୍ର ସିଭିଲ ଜଜ୍ (ଜୁନିୟର ଡିଭିଜନ୍), ନିମାପଡ଼ାଙ୍କ ନିକଟରେ ଏକ ନିର୍ବାଚନୀ ମାମଲା କରିଥିଲେ । ସେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ଗ୍ରାମ ପଞ୍ଚାୟତ ଅଧିନିୟମ, ୧୯୬୪ର ଧାରା ୧୧(ବି) ଅନୁଯାୟୀ ନିର୍ବାଚିତ ସରପଞ୍ଚ ଓଡ଼ିଆ ପଢ଼ିବା ଓ ଲେଖିବା ନିହାତି ଆବଶ୍ୟକ କିନ୍ତୁ ଶେଖ୍ ଆବୁତେହେର ଓଡ଼ିଆ ଲେଖି ପଢ଼ି ଜାଣିନାହାନ୍ତି । ଏଥିସହ ଋଣ ଖିଲାପକାରୀ ଭାବେ ମଧ୍ୟ ତାଙ୍କ ନାମରେ ଅଭିଯୋଗ ରହିଛି ।ତେଣୁ ଶେଖ୍ ଆବୁତେହେର୍ଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଦାବି କରାଯାଇଥିଲା । ଯଦିଓ ଋଣ ଖିଲାପ ତାଙ୍କ ବିରୋଧରେ ପ୍ରମାଣ ହୋଇପାରି ନ ଥିଲା କିନ୍ତୁ ଓଡ଼ିଆ ଲେଖାପଢ଼ାକୁ ନେଇ ମାମଲା ଚାଲିଥିଲା । ଶେଖ ଆବୁତେହେରଙ୍କ ପକ୍ଷରୁ ଓଡ଼ିଆ ଅକ୍ଷର ଲେଖାଯାଇଥିବା ଏକ କାଗଜ, ସ୍କୁଲ ଲିଭିଂ ପ୍ରମାଣପତ୍ର ଆଦି ଅଦାଲତରେ ଦାଖଲ କରାଯାଇଥିଲା । ତେବେ ନିମ୍ନ ଅଦାଲତରେ ତାଙ୍କୁ ଖବରକାଗଜ ଏବଂ “ଛବିଳ ମଧୁ ବର୍ଣ୍ଣବୋଧ’ ପଢ଼ିବାକୁ ଦିଆଯାଇଥିଲା । ଏହା ସହ ଖୋଲା ଅଦାଲତରେ ତାଙ୍କୁ “ମହାତ୍ମାଗାନ୍ଧୀ ଗ୍ରାମୀଣ ରୋଜଗାର ଯୋଜନାରେ ପଞ୍ଚାୟତକୁ ଏହି ବର୍ଷ କେତେ ଟଙ୍କା ଆସିଛି’ ବୋଲି ଏକ ବାକ୍ୟ ଲେଖିବାକୁ କୁହାଯାଇଥିଲା । ସେ ଏହି ବାକ୍ୟଟି ଠିକ୍ ଭାବେ ଲେଖିପାରି ନ ଥିଲେ ଏବଂ ଖବରକାଗଜ ଓ ବର୍ଣ୍ଣବୋଧ ପଢ଼ିବାରେ ମଧ୍ୟ ବିଫଳ ହୋଇଥିଲେ । ନିମ୍ନ ଅଦାଲତ ଏହି କାରଣରୁ ସରପଞ୍ଚଙ୍କ ନିର୍ବାଚନ ଅବୈଧ ବୋଲି ରାୟ ଦେବା ସହ ପୁନଃନିର୍ବାଚନ ନିର୍ଦ୍ଦେଶ ଦେଇଥିଲେ ।ଏହି ରାୟକୁ ଚାଲେଞ୍ଜ୍ କରି ଶେଖ ଆବୁତେହେର ଅତିରିକ୍ତ ଜିଲ୍ଲା ଜଜ୍ଙ୍କ ନିକଟରେ ଅପିଲ ଦାୟର କରିଥିଲେ । ଅତିରିକ୍ତ ଜିଲ୍ଲା ଜଜ୍, ସିଭିଲ ଜଜ୍ଙ୍କ ଆଦେଶକୁ କାଏମ୍ ରଖିଥିଲେ । ନିମ୍ନ ଅଦାଲତଙ୍କ ରାୟକୁ ଚାଲେଞ୍ଜ୍ କରି ଶେଖ ଆବୁତେହେର ହାଇକୋର୍ଟରେ ରିଟ୍ କରିଥିଲେ । ତାଙ୍କ ଆବେଦନରେ ସେ ଦର୍ଶାଇଥିଲେ ଯେ ଆଇନରେ କୌଣସି “ସର୍ବନିମ୍ନ ଷ୍ଟାଣ୍ଡାର୍ଡ’ ଧାର୍ଯ୍ୟ କରାଯାଇ ନାହିଁ । ଖୋଲା ଅଦାଲତରେ ତାଙ୍କର ପରୀକ୍ଷା ନିଆଯିବା ମଧ୍ୟ ଠିକ ନୁହେଁ । ହାଇକୋର୍ଟ ମାମଲାର ଶୁଣାଣି କରି ସରପଞ୍ଚ ଭଳି ପଦରେ ଥିବା ବ୍ୟକ୍ତି କେବଳ ସ୍ୱାକ୍ଷର ହେବା ପର୍ଯ୍ୟାପ୍ତ ନୁହେଁ ବୋଲି କହିଛନ୍ତି । ଜଣେ ସରପଞ୍ଚ ଭାବେ ଓଡ଼ିଆ ପଢ଼ିବା ଓ ଲେଖିବା ନିହାତି ଆବଶ୍ୟକ ବୋଲି କହିବା ସହ ନିମ୍ନ ଅଦାଲତଙ୍କ ଆଦେଶକୁ କାଏମ୍ ରଖିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech