ଘୁମ ଘୁମୁନାଦରେଉଦଘାଟିତ ହେଲା ଲୋକକଳା ସଂସ୍କୃତିର କଳାହାଣ୍ଡି ସ୍ୱାଭିମାନର ଉତ୍ସବ

ଘୁମ ଘୁମୁନାଦରେଉଦଘାଟିତ ହେଲା ଲୋକକଳା ସଂସ୍କୃତିର କଳାହାଣ୍ଡି ସ୍ୱାଭିମାନର ଉତ୍ସବ

ଘୁମୁରା-୨୦୨୬ଭବାନୀପାଟଣା, ୧୪/୦୧( ଜାଗ୍ରତ ଭାରତ )-କଳାହାଣ୍ଡିର ଲୋକ କଳା, ଲୋକ ସଂସ୍କୃତିର ମହାକୁମ୍ଭ ହେଉଛି କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬। ଆଜି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ କଳାହାଣ୍ଡିଆ ସ୍ୱାଭିମାନ ଆଗରେ ରହିଛି ଓ ଯୁଗେ ଯୁଗେ ବଜାୟ ରହିବ। ଆଜି ଜିଲ୍ଲାର ଏ ଉତ୍ସବ ମହାପର୍ବରେ ପରିଣତ ହୋଇଥିବାବେଳେ ୨୮ ବର୍ଷରେ ପହଞ୍ଚିଥିବା ଏହି ଉତ୍ସବ ଅନ୍ୟ ଜିଲ୍ଲାର ଲୋକ ଉତ୍ସବ ଆୟୋଜନ ପାଇଁ ପ୍ରେରଣା ଯୋଗାଇଛି ବୋଲି କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅବସରରେ ଅତିଥିମାନେ ଏହା କହିଛନ୍ତି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ସୁଜିତ କୁମାର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ଯୋଗ ଦେଇଥିଲେ। କଳାହାଣ୍ଡି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସଚିନ ପାୱାର ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଜିଲ୍ଲାପାଳ ସ୍ୱାଗତ ଅଭିଭାଷଣ ଓ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା। ସେହିପରି ଜିଲ୍ଲାସ୍ତରୀୟ କବି ସମ୍ମିଳନୀର ମୁଖପତ୍ର ‘ନିଶାନ’ ଓ କବି ବିରଞ୍ଚି ନାରାୟଣ ମୁଣ୍ଡଙ୍କ ‘କଳାହାଣ୍ଡିଆ ବର୍ଣ୍ଣବୋଧ’ ଉନ୍ମୋଚିତ ହୋଇଥିଲା। ସେହିପରି ଘୁମୁରା ପ୍ରତିଯୋଗିତାରେ ଜଗଜ୍ଜନନୀ ଘୁମୁରା ଦଳ ଜୟପାଟଣା ପ୍ରଥମ, ଗୋଲାମୁଣ୍ଡା ଦ୍ଵିତୀୟ, ଭବାନୀପାଟଣା କାରୁଣ୍ଡ ଘୁମୁରା ଦଳ ତୃତୀୟ ସ୍ଥାନ ଅଧିକାର କରି ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ। ଉମେଶ ଶତପଥି ଓ ସତ୍ୟ ନାରାୟଣ ମହାପାତ୍ର ସଭା ପରିଚାଳନା କରିଥିଲେ। କଳାହାଣ୍ଡି ଲେଖକ କଳା ପରିଷଦ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ଗାନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବାବେଳେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର ଶ୍ରେଷ୍ଠ ଘୁମୁରା ଦଳ, ଜୁନାଗଡ଼ କଳାବିକାଶ କେନ୍ଦ୍ର ଓ ଭୁବନେଶ୍ୱରସ୍ଥିତ ଏକାଗ୍ର ଡ୍ୟାନ୍ସ ଏକାଡେମୀ, ବ୍ରହ୍ମପୁର ପ୍ରକୃତି ରୂପିଣୀ ଦ୍ୱାରା ଓଡିଶୀ ନୃତ୍ୟ, ଖେମୁଣ୍ଡି ଲୋକ କଳା ଏକାଡେମୀ ଦ୍ୱାରା କଣ୍ଡେଇ ନାଚ, ଝାଡ଼ଖଣ୍ଡର ପାଇକିଆ ନୃତ୍ୟ, କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ, ନୃତ୍ୟକଳା ଅନୁଷ୍ଠାନର ବଜାଶାଲ, ନୂପୁର ଅନୁଷ୍ଠାନର ସମ୍ବଲପୁରୀ, କୋରାପୁଟର ଢେମସା, ଖୋର୍ଦ୍ଧାର କଳିଙ୍ଗ ପାଇକ ଆଖଡ଼ା, ଗଞ୍ଜାମ ବିଶ୍ୱଜନନୀ କଳା ପରିଷଦର ପଶୁମୁଖା ନୃତ୍ୟ, ହରିୟାଣାର ଘୁମର, ପୁରୁଲିଆର ଛଉ ନୃତ୍ୟ ପ୍ରଦର୍ଶିତ ହୋଇଥିଲା। ଶେଷରେ ଦିପ୍ତୀରେଖା ପାଢୀ ଓ ସାଥୀଙ୍କ ଦ୍ୱାରା ଷ୍ଟାର ନାଇଟ କାର୍ଯ୍ୟକ୍ରମକୁ ଲକ୍ଷାଧିକ ଦର୍ଶକ ବିଳମ୍ବିତ ରାତିଯାଏଁ ଉପଭୋଗ କରିଥିଲେ। ସେହିପରି ପାରବା ଖୋଲାମଞ୍ଚରେ ଶିଶୁ ବିଚିତ୍ରା କାର୍ଯ୍ୟକ୍ରମ ସହିତ ନୃତ୍ୟରସିକା ଡ୍ୟାନ୍ସ ଗୃପ, ଅନୀଷା ଡ୍ୟାନ୍ତି ଗୃପ, ଟୁନୀ ଡ୍ୟାନ୍ସ ଗୃପ, ଅମ୍ବିକା ବିଶ୍ଵାଳ ଓ ସାଥୀ, ତସୀକା ଓ ସାଥୀ, ବିଜୟ ଡ୍ୟାନ୍ସ ଏକାଡେମୀ, ଆରାଧ୍ୟା ଡ୍ୟାନ୍ସ ଗୃପ, ଶାନ୍ ଡ୍ୟାନ୍ସ ଗୃପ, ସିଦ୍ଧି ଓ ଆହାନା, ସକ୍ଷମ୍ ନୃତ୍ୟ ଏକାଡେମୀ, ଦିବ୍ୟଜ୍ୟୋତି ପବ୍ଲିକ ସ୍କୁଲ, କେଜିସି ଡ୍ୟାନ୍ସ ଗୃପ, ରାଧାମାଧବ କଳା ପରିଷଦ,ଲିମ୍ ଗାଁ, ତଳ ଦର୍ପଣ, ନୃତ୍ୟପ୍ରଭା, ଆହାନା ଖାନ, ଈଗଲ ଡ୍ୟାନ୍ସ ଗୃପ, ବିଏସ୍ଏମ୍ ସରିଆ ପ୍ରମୁଖ ନୃତ୍ୟ ପ୍ରଦର୍ଶନ କରିଥିଲେ।

ସହିଦ ରେଣ୍ଡୋ ମାଝୀ ମଞ୍ଚରେ ସୁଧୀର ନାଏକ, ବିରଞ୍ଚି ନାରାୟଣ ମୁଣ୍ଡ, ସତ୍ୟନାରାୟଣ ମୁଣ୍ଡଛିନା, ଡିଲେଶ୍ୱର ରଣା, ନିହାରୀକା ନାୟକ, ଲୋଚନୀ ବାଗ ମଞ୍ଚ ପରିଚାଳନା କରିଥିଲେ। ସେହିପରି ପାରବା ମଞ୍ଚରେ ପ୍ରତାପ ପଣ୍ଡା, ରିୟାଜ ଖାନଙ୍କ ସହିତ ହେମନ୍ତ ସାହୁ, ଦିପ୍ତିମୟୀ ସିଂହ, ଧନଞ୍ଜୟ ପଣ୍ଡା, ବନଶ୍ରୀ ଦାଶ, ଆଶୁତୋଷ ପୁରୋହିତ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରାଜେଶ ପ୍ରମୁଖ ମଞ୍ଚ ପରିଚାଳନା କରିଥିଲେ। ଚଳିତବର୍ଷ ପ୍ରଥମସଂଧ୍ୟାରୁ ହଁ ଖାଦ୍ୟ ଷ୍ଟଲମାନଙ୍କଠରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ଏଥିସହ ସମଗ୍ର ପତିଆ କୁ ଗାଲିଚା ଆବରଣ ହେତୁ ଧୂଳି ହେଉନଥିବା ଯୋଗୁଁ ବହୁ ବ୍ୟକ୍ତି ଆୟୋଜମାନଙ୍କୁ ଧନ୍ୟବଦା ଦେଇଛନ୍ତି

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech