ଓଡ଼ିଶାରୁ ଆହୁରି ଆସିବ ପୁଞ୍ଜି । ତିନି ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ଆୟୋଜିତ ହେବାକୁ ଥିବା ଇନ୍ଭେଷ୍ଟର ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।ସେହିପରି ମୁଖ୍ୟମନ୍ତ୍ରୀ ସହିତ ଶିଳ୍ପ ମନ୍ତ୍ରୀ ଓ ଶିଳ୍ପ ସଚିବ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ଏହାବ୍ୟତୀତ ବରିଷ୍ଠ ଅଧିକାରୀମାନେ ମଧ୍ୟ ପଶ୍ଚିମବଙ୍ଗ ଗସ୍ତରେ ଯିବେ ।
ଶୁକ୍ରାବର ଅନୁଷ୍ଠିତ ହେବାକୁ ଥିବା ଇନ୍ଭେଷ୍ଟର ମିଟରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ସମେତ ମନ୍ତ୍ରୀ ଓ ଅଧିକାରୀ । ପୂର୍ବରୁ ହାଇଦ୍ରାବାଦ୍ରେ ଅନୁଷ୍ଠିତ ହୋଇଥିଲା ଇନ୍ଷ୍ଟେଟର ମିଟ୍ । ଯେଉଁଥିରେ ମୁଖ୍ୟମନ୍ତ୍ରୀ, ଶିଳ୍ପମନ୍ତ୍ରୀ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ । ଏହି ଇଇନ୍ଭେଷ୍ଟର ମିଟରେ ୬୭ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିଥିଲା ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


