ଭୁବନେଶ୍ୱର: ବଢିଲା ଆଇଟମଡ୍ୟାନ୍ସର ନିଶା ମହାରଣାଙ୍କ ପାଇଁ ଅଡୁଆ । ଅଶ୍ଳୀଳ ନାଚ ପ୍ରଦର୍ଶନ ପାଇଁ ଗିରଫ ହୋଇପାରନ୍ତି ନିଶା । ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ନିଶାଙ୍କ ଗିରଫ ସମ୍ଭାବନା ବଢିଛି । ଗତ ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ ହୋଇଛି । ୨ ଆୟୋଜକଙ୍କୁ ପୋଲିସ ଅଟକ ରଖିବା ପରେ ନିଶାଙ୍କ ସମସ୍ୟା ବଢିଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


