ଶୀତ ଲହରି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଶୀତ ଲହରି ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଦୁଇ ଜିଲ୍ଲା ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର ।
ସେହିପରି ଶୀତ ଲହରି ନେଇ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର ।
ପରବର୍ତୀ ୫ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


