୨୦୪୭ ସୁଦ୍ଧା ସାରା ଦେଶରେ ଚାଲିବ ୪,୫୦୦ ବନ୍ଦେ ଭାରତ

ଭାରତୀୟ ରେଳବାଇରେ ଏବେ ଏକ ଐତିହାସିକ ପରିବର୍ତ୍ତନ ହେବାକୁ ଯାଉଛି । ଭବିଷ୍ୟତର ବନ୍ଦେ ଭାରତ ୪.୦ ଟ୍ରେନଗୁଡ଼ିକ ଘଣ୍ଟା ପ୍ରତି ୩୫୦ କିମି ବେଗରେ ଦୌଡ଼ିବ, ଯାହା ଭାରତକୁ ବିଶ୍ୱର ଦ୍ରୁତତମ ରେଳ ବ୍ୟବସ୍ଥା ଥିବା ଦେଶମାନଙ୍କ ମଧ୍ୟରେ ସ୍ଥାନିତ କରିବ । ରେଳ ମନ୍ତ୍ରଳାଳୟ ଅନୁଯାୟୀ, ଏହି ବିକାଶ ପରବର୍ତ୍ତୀ ପିଢ଼ିର ହାଇ-ସ୍ପିଡ୍ ରେଳ ଯାତ୍ରାକୁ ସୁବିଧା କରିବ ।

ଏହାକୁ ବିଶେଷ ଭାବରେ ମୁମ୍ୱାଇ-ଅହମ୍ମଦାବାଦ ରୁଟ୍ ଭଳି ‘ଡେଡିକେଟେଡ୍ ହାଇ-ସ୍ପିଡ୍ କରିଡର’ ପାଇଁ ଡିଜାଇନ୍ କରାଯାଉଛି ।

​​​​​​​

ପ୍ରଥମ ସେମି ହାଇ-ସ୍ପିଡ୍ ଟ୍ରେନ୍ସଟ୍ ଫେବୃଆରୀ ୨୦୧୯ରେ ପ୍ରଚଳନ କରାଯାଇଥିଲା । ସେପ୍ଟେମ୍ୱର ୨୦୨୨ରେ ସୁରକ୍ଷା ବୈଶିଷ୍ଟ୍ୟଗୁଡ଼ିକ ବୃଦ୍ଧି କରାଯାଇଥିଲା । ପରବର୍ତ୍ତୀ ସମୟରେ ୨୦୨୫ରେ ଶକ୍ତି କ୍ଷମତା ଏବଂ ଯାତ୍ରୀ ସୁବିଧାଗୁଡ଼ିକ ଉନ୍ନତ କରାଯାଇଥିଲା । ୨୦୨୬ରେ ଏହାର ସ୍ଲିପର୍ ଭାରିଆଣ୍ଟ ଲଞ୍ଚ କରାଯିବ । ଏହା ଏକ ଦୂରଗାମୀ ଟ୍ରେନ୍ ହେବ ଯାହା ରାତିରେ ମଧ୍ୟ ଚାଲିବ । ୨୦୨୭ରେ ଚତୁର୍ଥ ସଂସ୍କରଣ ଲଞ୍ଚ କରାଯିବ, ଯାହାର ସର୍ବାଧିକ ଗତି ୩୫୦ କିମି ଘଣ୍ଟା ହେବ । ୨୦୪୭ ସୁଦ୍ଧା ସାରା ଦେଶର ୪,୫୦୦ଟି ବନ୍ଦେ ଭାରତ ଟ୍ରେନ୍ ଚାଲୁ କରିବାର ଲକ୍ଷ୍ୟ ରଖାଯାଇଛି ।

“ବନ୍ଦେ ଭାରତ ୪.୦” କେବଳ ଦ୍ରୁତବେଗ ନୁହେଁ, ଏହା ବିଶ୍ୱର ସର୍ବୋତ୍ତମ ସୁରକ୍ଷା ମାନଦଣ୍ଡକୁ ମଧ୍ୟ ପୂରଣ କରିବ । “କବଚ ୫.୦” ହେଉଛି ଭାରତର ସ୍ୱଦେଶୀ “ସ୍ୱୟଂଚାଳିତ ଟ୍ରେନ ସୁରକ୍ଷା” ସିଷ୍ଟମ । ଏହା ଟ୍ରେନ୍ଗୁଡ଼ିକୁ ଦୁର୍ଘଟଣା ହେବାରୁ ଅର୍ଥାତ୍ ଧକ୍କା ହେବାରୁ ରୋକେ, ସିଗନାଲ ଡେଇଁଲେ ସ୍ୱୟଂଚାଳିତ ଭାବରେ ବ୍ରେକ୍ ଲଗାଏ ଏବଂ ଦ୍ରୁତଗତିକୁ ନିୟନ୍ତ୍ରଣ କରେ । ଏହି ପ୍ରଯୁକ୍ତିବିଦ୍ୟା ବ୍ରେକିଂ ସମୟରେ ଶକ୍ତି ଉତ୍ପାଦନ କରେ, ଯାହାକୁ ପରେ ଗ୍ରିଡ୍କୁ ପଠାଯାଏ । ଯାହା ଫଳରେ ଯଥେଷ୍ଟ ଶକ୍ତି ସଞ୍ଚୟ ହୁଏ । ଏହା ଏକ ‘ସେମି ପରମାନେଣ୍ଟ କପଲର’ ଏବଂ ଉନ୍ନତ ସସ୍ପେନସନ ବ୍ୟବହାର କରେ, ଯାହା ସୁନିଶ୍ଚିତ କରେ ଯେ, ଯାତ୍ରୀମାନେ ଉଚ୍ଚ ଗତିରେ ମଧ୍ୟ କୌଣସି ଝଟକା ଅନୁଭବ କରନ୍ତି ନାହିଁ ।

​​​​​​​

“ବନ୍ଦେ ଭାରତ ୪.୦”ରେ ବାୟପ ଜୀବାଣୁ ମୁକ୍ତ କରିବା ପାଇଁ ଏକ ସ୍ୱଦେଶୀ UV_C ଲ୍ୟାମ୍ପ ଆଧାରିତ ଜୀବାଣୁ ମୁକ୍ତି ପ୍ରଣାଳୀ ରହିବ । ସମ୍ପୂର୍ଣ୍ଣ ସିଲ୍ ହୋଇଥିବା ଗ୍ୟାଙ୍ଗୱେ ଏବଂ କେନ୍ଦ୍ରୀୟ ନିୟନ୍ତ୍ରିତ ସ୍ୱୟଂଚାଳିତ ପ୍ଲଗ୍ ଡୋର୍ ରହିବ । ସ୍ୱତନ୍ତ୍ର ଭାବରେ ଡିଜାଇନ ହୋଇଥିବା ଶୌଚାଳୟ ଏବଂ ବସିବା ବ୍ୟବସ୍ଥା । ପ୍ରତ୍ୟେକ କୋଚ୍ରେ ସୁରକ୍ଷା କ୍ୟାମେରା ଏବଂ କ୍ରୁ ସହିତ ଯୋଗାଯୋଗ ପାଇଁ ଏକ ଜରୁରୀକାଳିନ ୟୁନିଟ୍ । ଭାରତୀୟ ରେଳବାଇ ୨୦୪୭ ସୁଦ୍ଧା ରେଳଯାତ୍ରାକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବାକୁ ଲକ୍ଷ୍ୟ ରଖିଛି, ଯେଉଁଥିରେ ବନ୍ଦେ ଭାରତ ନେଟୱର୍କ ଭାରତର ଜୀବନରେଖା ହେବ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech