ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟରେ ଗୁଣାତ୍ମକ ମାନଦଣ୍ଡ ଆବଶ୍ୟକ ଉପରେ ଗୁରୁତ୍ବାରୋପ କରିଛନ୍ତି ଲୋକସଭା ବାଚସ୍ପତି

ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟରେ ଗୁଣାତ୍ମକ ମାନଦଣ୍ଡ ଆବଶ୍ୟକ ଉପରେ ଗୁରୁତ୍ବାରୋପ କରିଛନ୍ତି ଲୋକସଭା ବାଚସ୍ପତି

୮୬ତମ ଏଆଇପିଓସିର ଦ୍ୱିତୀୟ ଦିନରେ ନିର୍ଦ୍ଧାରିତ ବିଷୟଗୁଡ଼ିକ ଉପରେ ବ୍ୟାପକ ଆଲୋଚନା


ସ୍ୱଚ୍ଛ ଓ ନାଗରିକ-କେନ୍ଦ୍ରିକ ବିଧାନସଭା ପାଇଁ ପ୍ରଯୁକ୍ତି, ଦକ୍ଷତା ଓ ଦାୟିତ୍ୱ ଉପରେ ମାନସ ମନ୍ଥନ


ନୂଆଦିଲ୍ଲୀ/ଲକ୍ଷ୍ନୌ, ୨୦.୦୧.୨୦୨୬: ଲକ୍ଷ୍ନୌରେ ଅନୁଷ୍ଠିତ ୮୬ତମ ଅଖିଳ ଭାରତୀୟ ପିଠାସୀନ ଅଧିକାରୀ ସମ୍ମିଳନୀ (ଏଆଇପିଓସି)ର ଦ୍ୱିତୀୟ ଦିନ ସ୍ୱଚ୍ଛ ଓ ନାଗରିକ-କେନ୍ଦ୍ରିକ ବିଧାନସଭା ପାଇଁ ପ୍ରଯୁକ୍ତିର ବ୍ୟବହାର, ବିଧାୟକମାନଙ୍କ କ୍ଷମତା ବୃଦ୍ଧି ଓ ବିଧାନସଭାର ଉତ୍ତରଦାୟିତ୍ୱ ଭଳି ତିନିଟି ପ୍ରମୁଖ ବିଷୟ ଉପରେ ଆଲୋଚନା ସହିତ ସମାପ୍ତ ହୋଇଛି। ଏଥିରେ ଲୋକସଭା ଅଧ୍ୟକ୍ଷ ଶ୍ରୀ ଓମ୍ ବିର୍ଲା ଉପସ୍ଥିତ ଥିଲେ ଏବଂ ରାଜ୍ୟସଭା ଉପ-ସଭାପତି ଶ୍ରୀ ହରିବଂଶ ଆଲୋଚନା ସଂଚାଳନ କରିଥିଲେ।
ଗୃହକୁ ସମ୍ବୋଧିତ କରି ଶ୍ରୀ ବିର୍ଲା, ଦେଶବ୍ୟାପୀ ବିଧାନସଭାଗୁଡ଼ିକର ସର୍ବୋତ୍ତମ ଅଭ୍ୟାସକୁ ଉତ୍ତର ପ୍ରଦେଶ ବିଧାନସଭାରେ ସଫଳଭାବେ କାର୍ଯ୍ୟକାରି କରିଥିବା ପାଇଁ ଉତ୍ତର ପ୍ରଦେଶ ବିଧାନସଭାର ବାଚସ୍ପତି ଶ୍ରୀ ସତୀଶ ମହାନାଙ୍କୁ ପ୍ରଶଂସା କରିଥିଲେ। ଏହା ସହ ବିଧାୟକମାନଙ୍କ ଶିକ୍ଷାଗତ ଯୋଗ୍ୟତା ଓ ବୃତ୍ତିଗତ ଅଭିଜ୍ଞତାକୁ ଗଠନମୂଳକ ଭାବେ ବ୍ୟବହାର କରିବାରେ ନିଆଯାଇଥିବା ପଦକ୍ଷେପକୁ ମଧ୍ୟ ସ୍ୱୀକୃତି ଦେଇଥିଲେ।
ପୂର୍ବ ଏଆଇପିଓସି ସମ୍ମିଳନୀରେ ମୁଖ୍ୟ ଆଲୋଚନାକୁ ମନେ ପକାଇ, ଶ୍ରୀ ବିର୍ଲା ଉତ୍କୃଷ୍ଟତା, ନବସୃଜନ ଏବଂ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଭଳି ମାନଦଣ୍ଡ ଉପରେ ରାଜ୍ୟ ବିଧାନସଭାଗୁଡ଼ିକ ମଧ୍ୟରେ ସୁସ୍ଥ ପ୍ରତିଯୋଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ, ଡେରାଡୁନରେ ୨୦୧୯ ଏଆଇପିଓସିରେ ଅନୁଷ୍ଠିତ ଆଲୋଚନାକୁ ଉଲ୍ଲେଖ କରି, ସେ ରାଜ୍ୟ ବିଧାନସଭାଗୁଡ଼ିକର ଦକ୍ଷତା ଏବଂ କାର୍ଯ୍ୟକାରିତାରେ ଉନ୍ନତି ଆଣିବା ପାଇଁ ତାଙ୍କର ଦୀର୍ଘକାଳୀନ ଦୃଷ୍ଟିକୋଣକୁ ପୁନର୍ବାର ଦୋହରାଇଥିଲେ। ସେ ସୂଚନା ଦେଇଥିଲେ ଯେ, ଭାରତରେ ବିଧାନସଭା ସଂସ୍ଥାଗୁଡ଼ିକର କାର୍ଯ୍ୟପଦ୍ଧତି ଏବଂ ଅଭ୍ୟାସଗୁଡ଼ିକୁ ମାନକୀକରଣ କରିବା ସହିତ ଜଡିତ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଏକ କମିଟି ଗଠନ କରାଯାଇଛି।
ରାଜ୍ୟସଭା ଉପାଧ୍ୟକ୍ଷ ଶ୍ରୀ ହରିବଂଶ ବିଧାନସଭା ସଂସ୍ଥାଗୁଡ଼ିକର ଦକ୍ଷତା ବୃଦ୍ଧି କରିବାରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ଏହି ପ୍ରଯୁକ୍ତିବିଦ୍ୟାକୁ ଉପଯୁକ୍ତ ତଥା ନିର୍ଭରଯୋଗ୍ୟ କରିବା ପାଇଁ ଆବଶ୍ୟକ ବିଭିନ୍ନ ପଦକ୍ଷେପର ରୂପରେଖ ଦେଇଥିଲେ। ସଂସଦରେ ଏଆଇର ବ୍ୟବହାର ଏବଂ ଏହାକୁ କାର୍ଯ୍ୟକାରୀ କରିବାର ବିଭିନ୍ନ ଉପାୟ ବିଷୟରେ ବର୍ଣ୍ଣନା କରି, ସେ ସଂସଦ ଏବଂ ରାଜ୍ୟ ବିଧାନସଭାଗୁଡ଼ିକ ମଧ୍ୟରେ ଅଧିକ ସମନ୍ୱୟର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଦ୍ୱାରା ବିଧାନସଭାଗୁଡ଼ିକର ସଂସ୍ଥାଗତ ଜ୍ଞାନକୁ ସଂସଦ ଏବଂ ରାଜ୍ୟ ବିଧାନସଭା ଉଭୟ ପ୍ରଭାବଶାଳୀ ଭାବରେ ବ୍ୟବହାର କରିପାରିବେ।
ଜାନୁଆରୀ ୨୧ ସମ୍ମିଳନୀର ତୃତୀୟ ଏବଂ ଶେଷ ଦିନ ହେବ, ଯେଉଁଠାରେ ଲୋକସଭା ଅଧ୍ୟକ୍ଷ ଶ୍ରୀ ଓମ୍ ବିର୍ଲା ସମାପନୀ ଭାଷଣ ଦେବେ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ମିଳନୀକୁ ସମ୍ବୋଧିତ କରିବେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech