ଆସିଲା ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ମିଳିଲା ସୁଭଦ୍ରା କିସ୍ତି । ଏଥିରେ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧିକାରୀ ସାମିଲ ହୋଇଥିବା ବେଳେ ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ହିତାଧିକାରୀ ବି ପାଇଛନ୍ତି ଟଙ୍କା । ଏହି ହିତାଧିକାରୀମାନେ ଏକାବେଳେ ଦୁଇଟି କିସ୍ତିର ୧୦ ହଜାର ଟଙ୍କା ପାଇଛନ୍ତି ।
ସେହିଭଳି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୬ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ହିତାଧିକାରୀଙ୍କ ଖାତାକୁ ଗଲା ୨୫୦କୋଟି ଟଙ୍କାର ସହାୟତା ରାଶି ।
ଭୁବନେଶ୍ୱର: ମାର୍ଚ୍ଚ ୨୦୨୪ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ହରିୟାଣାର ମୁଖ୍ୟମନ୍ତ୍ରୀ ନାୟାବ ସିଂହ ସଇନୀ ଦ୍ରୁତଗତି, ସେବା ପ୍ରଦାନ ଏବଂ ପ୍ରଭାବ ଉପରେ ଧ୍ୟାନ ଦେଇ
ଶୀତଦିନ ଆସିବା ମାତ୍ରେ ଲୋକମାନେ ଅଳସୁଆ ହୋଇଯାଆନ୍ତି । ଏହି ଦିନରେ ଲୋକଙ୍କର ଅନେକ ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟା ହୋଇଥାଏ । ସେହିପରି ଭାବେ ଶୀତଦିନେ ହେଉଥିବା



