ଢେଙ୍କାନାଳ ମହୋତ୍ସବ ଉଦଯାପିତ

ଢେଙ୍କାନାଳ ମହୋତ୍ସବ ଉଦଯାପିତ

ଢେଙ୍କାନାଳ,୨୪।୧: ମହିଷାପାଟଠାରେ ଚାଲିଥିବା ୧୮ ତମ ଢେଙ୍କାନାଳ ମହୋତ୍ସବ ଶନିବାର ଉଦଯାପିତ ହୋଇଛି। ଉଦ୍‌ଯାପନୀ ସଂନ୍ଧ୍ୟାରେ ମୁଖ୍ୟଅତିଥିଭାବେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ସ୍ଵାଇଁ ମୁଖ୍ୟ ଅଥିଭାବେ ଯୋଗଦେଇଥିଲେ । ଶ୍ରୀ ସ୍ବାଇଁ କହିଥିଲେ, ଏ ମହୋତ୍ସବ ଏକତ୍ବ, ସଦଭାବନା ବଢାଇବ । ଜିଲ୍ଲାର ପ୍ରକୃତିକ ପରିବେଶ ଓ ଐତିହ୍ୟ ଜିଲ୍ଲାର ପର୍ଯ୍ୟଟନକୁ ସମୃଦ୍ଧ କରେ । କପିଳାସ ପିଠର ଉନ୍ନତି ପାଇଁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ମହିମା ଗାଦିର ବିକାଶ କାମ ଆରମ୍ଭ ହୋଇଛି । ସ୍ବାଧୀନତା ଆନ୍ଦୋଳନରେ ଏ ମାଟି ବଳିଦାନ ଦେଇଛି । ବାଜିରାଉତଙ୍କ ସାହସ ବିଶ୍ୱକୁ ବୀରତ୍ବର ବାର୍ତ୍ତା ଦିଏ। ନାରୀ ସଶକ୍ତିକରଣ କ୍ଷେତ୍ରରେ ଢେଙ୍କାନାଳର ଗୌରବ ରହିଛି । ୩୩ ହଜାର ଲକ୍ଷପତୀ ଦିଦି ସୃଷ୍ଟି କରାଯାଇଛି । ଶିଳ୍ପ ସମୃଦ୍ଧ ଜିଲ୍ଲା ପାଇଁ ଅନେକ ଶିଳ୍ପର ଶିଳାନ୍ୟାସ ଓ ଚୁକ୍ତି କରାଯାଇଛି । ଜିଲ୍ଲାରେ ନିବେଶ ବଢିଲେ ନିଯୁକ୍ତି ବଢିବ ଓ ଅର୍ଥନୀତି ବଢିବ । ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଯୁବକଙ୍କୁ ତାଲିମ ଦିଆଯାଇ ନିଯୁକ୍ତି ମାଳିବ ବୋଲି ମନ୍ତ୍ରୀ ଶ୍ରୀ ସ୍ବାଇଁ କହିଥିଲେ ।

ଅନ୍ୟତମ ଅତିଥିଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ ଏ ମେଳା ଆମ ଭିତରେ ସ୍ବଦେଶୀ ଭବନା ଆଣୁ । ସ୍ବଦେଶୀ ସାମଗ୍ରୀ ବ୍ୟବହାର କଲେ ଦେଶର ଅର୍ଥନୀତି ବଢିଥାଏ। ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଆରମ୍ଭ ହୋଇ ସାରିଛି । ଶିଳ୍ପ ବିକାଶ ଜିଲ୍ଲାକୁ ସମୃଦ୍ଧିଶାଳୀ କରିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଥିଲେ ।

ଅନ୍ୟତମ ଅତିଥିଭାବେ ସାଂସଦ ରୁଦ୍ରନାରାୟଣ ପାଣି କହିଥିଲେ, ଯାହାତୁମେ କରିବ ସମାଲୋଚନାର ସରବ୍ୟ ବହେବ । ପ୍ରଶଂସା ମଧ୍ୟ ମିଳିବ । ଏଣୁ ଏହାକୁ ନଦେଖି କାର୍ଯ୍ୟ କରିବା ଉଚିତ । ଜିଲ୍ଲାରେ ରେଳ ପଥର ବିକାଶ ପାଇଁ କାର୍ଯ୍ୟ କରାଯିବ । ବନ୍ଦ ପଡିଥିବା ଶିଳ୍ପକୁ ପୁନଃ କାର୍ଯ୍ୟକ୍ଷମ କରିବାକୁ ପ୍ରୟାସ କରାଯିବ ବୋଲି କହିଥିଲେ । ପରଜଙ୍ଗ ବିଧାୟକ ବିଭୁତି ଭୂଷଣ ପ୍ରଧାନ, ପାଲଲହଡା ବିଧାୟକ ଶ୍ରୀ ଅଶୋକ କୁମାର ମହାନ୍ତି ୧୦ ବର୍ଷପରେ ମହୋତ୍ସବ ହୋଇଥିବାରୁ ଏହାକୁ ଜାରି ରଖିବାକୁ କହିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ ଯୋଗଦେଇ ଢେଙ୍କାନାଳ ମାଟିର ଗୌରବ ଗାଥା କହିଥିଲେ । ଜିଲ୍ଲାପାଳ ଆଶିଷ ଈଶ୍ବର ପାଟିଲ ସ୍ଵାଗତ ଭାଷଣ ଦେଇଥିଲେ। ମହୋତ୍ସବର ‘ସ୍ମରଣୀକା’କୁ ଅତିଥିମାନେ ଉନ୍ମୋଚନ କରିଥିଲେ।
ପଲ୍ଲିଶ୍ରୀ ମେଳାରେ ଅଂଶଗ୍ରହଣ କରି ଭଲ ବିକ୍ରି କରିଥିବା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ପୁରସ୍କୃତ କରାଯାଇଥିଲା । ଜିଲ୍ଲା ସଂସ୍କୃତି ଅଧିକାରୀ ଅଭିଷେକ ବେହେରା ଧନ୍ୟବାଦ ଦେଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech