ତାଳଚେରରେ ସହିଦ୍ ରଞ୍ଜନ ମହାନ୍ତି ମେମୋରିଆଲ ସର୍ଵ ଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ତାଳଚେରରେ ସହିଦ୍ ରଞ୍ଜନ ମହାନ୍ତି ମେମୋରିଆଲ ସର୍ଵ ଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ


( କଣିହାଁ କୁ ହରାଇ ଝାଡ଼ଖଣ୍ଡ ଫରେଷ୍ଟର ,ଓ କଟକ ରାଇଜିଂ ଷ୍ଟୁଡେଣ୍ଟ୍ କୁ ହରାଇ ରାଉରକେଲା ସେମି ଫାଇନାଲ କୁ ଉନ୍ନୀତ।)।


ତାଳଚେର,୨୮/୧ ତାଳଚେର ରେ ସହିଦ୍ ରଞ୍ଜନ ମହାନ୍ତି ମେମୋରିଆଲ କ୍ରିକେଟ୍ କ୍ଲବ ଆନୁକୁଲ୍ୟରେ “ସଞ୍ଜୀବ ଜେନ” କପ୍ ସର୍ଵ ଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରିକେଟ ମ୍ୟାଚ୍ କୁ ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟ କୁ ଉଦଘାଟନ କରିଥିଲେ। ଏଵଂ ତାଳଚେର ରେ ଗତ କିଛି ଦିନ ବ୍ୟବଧାନ ରେ ଫ୍ରେଣ୍ଡସ କ୍ଲବ ପରେ ପୁଣି ଏକ ସର୍ବ ଭାରତୀୟ କ୍ରିକେଟ ଟୁନ୍ନାମେଣ୍ଟ ଆୟଜନ ହେଉଥିବାରୁ ଏଠାରେ କ୍ରିକେଟ୍ ପ୍ରେମୀ ମାନଂକ ଉତ୍ସାହ କୁ ଶ୍ରୀ ମହାନ୍ତି ସ୍ଵାଗତ କରିବା ସହ ଆୟଜକ ସହିଦ୍ ରଞ୍ଜନ ମହାନ୍ତି କ୍ରିକେଟ୍ କ୍ଲବ କୁ ପ୍ରଶଂସା କରିଥିଲେ । ସମ୍ମାନିତ ଅତିଥି ଭାବେ ତାଳଚେର ପୌର ପରିଷଦ ର ନଗରପାଳ, ପବିତ୍ର ଭୁତିଆ, ତାଳଚେର ବିଜେପି ଅନୁଗୁଳ ଜିଲ୍ଲା ସଭାପତି ଯଯାତି ପଟ୍ଟନାକ , ତାଳଚେର କଲେଜ ର ଅଧକ୍ଷ ସୁବ୍ରତ କୁମାର ଦାସ,ଶ୍ରମିକ ନେତା ତଥା ବିଜେପି ଜିଲ୍ଲା ଉପ ସଭାପତି ମନୋଜ ପ୍ରଧାନ , ତାଳଚେର କଲେଜ ର ଆଡସହିଦ୍ ରଞ୍ଜନ ମହାନ୍ତି କ୍ରିକେଟ୍ କ୍ଲବ ର ସଭାପତି ତଥା ସରକାରୀ ଓକିଲ ପେସ୍କାର ଗଡନାୟକ, ସାଧାରଣ ସମ୍ପାଦକ ସତ୍ୟଭାନୁ (ଆଲୋକ)ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।ଉଦଘାଟନ ମ୍ୟାଚରେ ଝାଡ଼ଖଣ୍ଡ ଫରେଷ୍ଟର କ୍ରିକେଟ୍ ଟିମ୍ ସହିତ ତାଳଚେର କଣିହାଁ କ୍ରିକେଟ ଦଳ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା ଏଥିରେ ଝାଡ଼ଖଣ୍ଡ ର ଫରେଷ୍ଟର କ୍ରିକେଟ୍ ଟିମ ନିର୍ଦ୍ଧାରିତ ୧୬ଓଭର ରେ ୧୨୯ରନ୍ କରିଥିଲା ବେକେ ଏହାର ପିଛାକରି କଣିହାଁ ସମସ୍ତ ୱିକେଟ ହରାଇ ମାତ୍ର ୭୯ରନ୍ କରି ପରାସ୍ତ ହୋଇଥିଲା। ଏଵଂ ଉତ୍ତମ ଖେଳ ପ୍ରଦର୍ଶନ କରି ଝାଡ଼ଖଣ୍ଡ ର ଜୟନ୍ତ ଅଗସ୍ତି ମ୍ୟାନ୍ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ ହୋଇଥିଲେ।ସେହିପାରି ଦିତୀୟ ମ୍ୟାଚ ରେ ରାଉରକେଲା ଆର ଏସ ପି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୬ଓଭର ରେ ୧୬୭ରନ୍ କରିଥିବା ବେଳେ ଏହାର ପିଛା କରି କଟକ ରାଇଜିଙ୍ଗି କ୍ରିକେଟ୍ ଟିମ୍ ସମସ୍ତ ୱିକେଟ ହରାଇ ୯୨ ରନ ରେ ଓଲ ଆଉଟ୍ ହୋଇଯାଇଥିଲେ। ଏଥିରେ ରାଉରକେଲା ର ରାଜ ଯାଦବମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ ହୋଇଥିଲେ। ଓମ୍ପିଆର ଭାବେ ଅବଦୁଲ ରହିମ ଖାଁ ଓ ଯଶବିନ୍ଦର ସିଂ ମ୍ୟାଚ୍ ପରିଚାଳନା କରିଥିଲେ।ତେବେ ଆଜି ଏହି ବିଜୟ ଫଳରେ ଉଭୟେ ଝାଡଖଣ୍ଡ ଓ ରାଉରକେଲା ସେମି ଫାଇନାଲ କୁ ଉନ୍ନୀତ ହୋଇ ଆସନ୍ତା କାଲି ଗୁରୁବାର ସେମୀ ଫାଇନାଲ ରେ ଉଭୟଙ୍କୁ ଭେଟିବେ ।

ଭାରତର ବିଭିନ୍ନ ରାଜ୍ୟରୁ ୮ ଟି କ୍ରିକେଟ ଟିମ ଏଥିରେ ଭାଗ ନେଇଥିବା ଜଣାପଡ଼ିଛି। ସହିଦ୍ ରଞ୍ଜନ ମହାନ୍ତି କ୍ରିକେଟ୍ କ୍ଲବ ଆନୁକୁଲ୍ୟରେ ଏହି କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେଉଥିବା ସହ ଏଥିରେ କ୍ଲବ୍ ର ସମସ୍ତ ସଦସ୍ୟ କର୍ମକର୍ତା ମାନେ ସକ୍ରୀୟ ଭାବେ ଜଡିତ ରହି ଖେଳକୁ ସୂଚାରୁ ରୁପେ ତୁଲାଇଥିବା ଲକ୍ଷ୍ୟ କରଯାଇଛି। ଏହି ମ୍ୟାଚ୍ କୁ ସହର ଓ ଗ୍ରାମାଞ୍ଚଳ ରୁ ଦେଖିବା ପାଇଁ ବହୁତ ସଂଖ୍ୟାରେ ଖେଳ ପ୍ରେମୀ ସାମିଲ ହୋଇ ଆନନ୍ଦ ଅନୁଭବ କରୁଥିବା ଦେଖିବାକୁ ମିଳିଛି।। ଆସନ୍ତା ୩୦ ତାରିଖ ଶୁକ୍ରବାର ଇଉଥ୍ ସ୍ପଟିଂ ତାଳଚେର ସହିତ ୟୁ ପି ଲକ୍ଷ୍ନୌ ଇଲେଭେନ,ଟିମ୍ ଓ ଦ୍ଵିତୀୟ ମ୍ୟାଚରେ ତୋମାଣ୍ଡ ଭୁବନେଶ୍ଵର ସହିତ ଏ ସି ସି ଅନୁଗୁଳ ମଧ୍ୟରେ ଦ୍ଵିତୀୟ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଖୋଲାଯିବ ବୋଲି ଆୟୋଜକ ଙ୍କ ପକ୍ଷରୁ କୁହାଯାଉଛି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech