ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ପକ୍ଷରୁ ୩ ଜଣ ବରିଷ୍ଠ ଆଇ ଏ ଏସ୍ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୬ ବ୍ୟାଚ୍ର ୩ ବରିଷ୍ଠ ଅଧିକାରୀଙ୍କୁ ପଦୋନ୍ନତି ମିଳିଥିବା ସୂଚନା। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ହୋଇଛି । ଶାଶ୍ବତ ମିଶ୍ର, ବିଶାଳ ଦେବ ଓ ଉଷା ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ରୀୟ ଡେପୁଟେସନରେ ଥିବା ବୀର ବିକ୍ରମ ଯାଦବଙ୍କୁ ମଧ୍ୟ ପଦୋନ୍ନତି ଦିଆଯାଇଛି।

June 27, 2026/
No Comments


