ଭୁବନେଶ୍ୱର: ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ହେଉଛି ଓଡିଶାର ସାମଗ୍ରିକ ବିକାଶର ମୁଖ୍ୟ ଆଧାର। ଏହି ଲକ୍ଷ୍ୟକୁ ଆଗେଇ ନେବା ପାଇଁ ରାଜ୍ୟ ସରକାର ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ କରି ମହିଳାମାନଙ୍କ ଜୀବନଜୀବିକାରେ ସକାରାତ୍ମକ ପରିବର୍ତ୍ତନ ଆଣୁଛନ୍ତି। ମିଶନ ଶକ୍ତି ଭବନ ଭୁବନେଶ୍ୱର ଠାରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ସୋମବାର ଆୟୋଜିତ ହୋଇଥିଲା।

August 26, 2026/
No Comments


