ଜିନ୍ଦଲ ଷ୍ଟିଲ୍ ପ୍ରିମିୟର ଲିଗ୍-୩ ଉଦଯାପିତ :  ଟିମ୍ ଜଗରନଟ୍ସ ଚାମ୍ପିୟନ୍

ଜିନ୍ଦଲ ଷ୍ଟିଲ୍ ପ୍ରିମିୟର ଲିଗ୍-୩ ଉଦଯାପିତ :  ଟିମ୍ ଜଗରନଟ୍ସ ଚାମ୍ପିୟନ୍

୫ ଫେବୃଆରୀ, ଅନୁଗୁଳ:

ଜିନ୍ଦଲ ଷ୍ଟିଲ ପ୍ରିମିୟର ଲିଗ-୩ୟରେ ଟିମ୍ ଏକ୍ସଟ୍ରିମ୍ ଷ୍ଟିଲ୍କୁ ପରାସ୍ତ କରି ଟିମ୍ ଜଗରନଟ୍ସ ଦଳ ଚାମ୍ପିୟନ୍ ହୋଇଛି । ଏହି ଆନ୍ତଃବିଭାଗୀୟ କ୍ରିକେଟ୍ ଟୁର୍ନାମେଣ୍ଟରେ ଗତକାଲି ସନ୍ଧ୍ୟାରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ଏକ ରୋମାଞ୍ଚକର ଲଢ଼େଇ ଦେଖିବାକୁ ମିଳିଥିଲା । ଜିନ୍ଦଲ ଷ୍ଟିଲ୍ ଅନୁଗୁଳର ବିଭିନ୍ନ ବିଭାଗର ମୋଟ ୪୨ଟି ଦଳକୁ ନେଇ ହୋଇଥିବା ଏହି ଟୁର୍ଣ୍ଣମେଂଟରେ ପ୍ରତିଟି ଦଳ ଟିମ୍ ୱାର୍କ ଏବଂ ପ୍ରତିଯୋଗିତାମୂଳକ ମନୋଭାବ ପ୍ରଦର୍ଶନ କରିଥିଲେ।

୨୩ ଜାନୁୟାରୀରୁ ୪ ଫେବୃୟାରୀ ପର୍ଯ୍ୟନ୍ତ ଚାଲିଥିବା ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଟିମ୍ ଏକ୍ସଟ୍ରିମ୍ ଷ୍ଟିଲ୍ ଏବଂ ଟିମ୍ ଜଗରନଟ୍ସ ମୁହାଁମୁହିଁ ହୋଇଥିଲେ । ପ୍ରଥମେ ବ୍ୟାଟିଂ କରିଥିବା ଜଗରନଟ୍ସ ଦଳ ପ୍ରତିପକ୍ଷ ଏକ୍ସଟ୍ରିମ୍ ଷ୍ଟିଲ୍ ଦଳ ଆଗରେ ୧୨୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଜବାବରେ ଏକ୍ସଟ୍ରିମ୍ ଷ୍ଟିଲ୍ ୮ ୱିକେଟ୍ ହରାଇ ମାତ୍ର ୧୦୮ ରନ କରିବାରେ ସମର୍ଥ ହୋଇଥିଲା । ଫଳରେ ଜଗରନଟ୍ସ  ୧୫ ରନରେ ବିଜୟୀ ହେବା ସହ ଟ୍ରଫି ହାସଲ କରିଛି ।

ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଅନୁଗୁଳ ୟୁନିଟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ନିର୍ଦ୍ଦେଶକ ଶ୍ରୀ ପଙ୍କଜ ମାଲହାନ ଏବଂ ଆଇରନ୍ ଜୋନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ଦାମୋଦର ମିତ୍ତଲ ଚାମ୍ପିୟନ ଓ ରନର୍ସଅପ୍ ଦଳକୁ ସେମାନଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇବା ସହ ଟ୍ରଫି ପ୍ରଦାନ କରିଥିଲେ । ଉଭୟ ଅତିଥି ଏହି ଅବସରରେ ଫିଟନେସ୍, ଶୃଙ୍ଖଳା ଏବଂ ସାମୂହିକ ଦଳଗତ କାର୍ଯ୍ୟକୁ ବୃଦ୍ଧି କରିବାରେ କ୍ରୀଡାର ଭୂମିକା ଉପରେ ଆଲୋକପାତ କରିଥିଲେ।

ଜଗରନଟ୍ସ ଦଳର ଚିନ୍ମୟ ସାହୁ (ମ୍ୟାନ୍ ଅଫ୍ ଦି ମ୍ୟାଚ୍), ଆଦିତ୍ୟ ନାରାୟଣ (ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍) ଏବଂ ସରୋଜ ଗଡ଼ନାୟକ (ଶ୍ରେଷ୍ଠ ଅଲରାଉଣ୍ଡର)ଙ୍କୁ ବ୍ୟକ୍ତିଗତ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକ୍ସଟ୍ରିମ୍ ଷ୍ଟିଲ୍ ଦଳର ଅମିତ୍ ସାହଙ୍କୁ ମ୍ୟାନ୍ ଅଫ୍ ଦି ସିରିଜ୍ ଏବଂ ସୌମ୍ୟକାନ୍ତ ନାୟକଙ୍କୁ ଶ୍ରେଷ୍ଠ ବୋଲର ଭାବରେ ବ୍ୟକ୍ତିଗତ ପୁରସ୍କାର ପ୍ରଦାନ କରାଯାଇଥିଲା ।

୨୩ ଜାନୁୟାରୀରେ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ  ମୁଖ୍ୟ ଅତିଥି ଭାବରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ସ୍ୱତନ୍ତ୍ର ପ୍ରକଳ୍ପ) ଶ୍ରୀ ହୃଦୟେଶ୍ୱର ଝା ଏବଂ ସମ୍ମାନିତ ଅତିଥି ଭାବରେ ପରାମର୍ଶଦାତା (ଆଇରନ୍ ଜୋନ) ଶ୍ରୀ ବିଜୁ ନାୟାର ଯୋଗଦେଇ ଏହି ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ।

ସେହିପରି ମହିଳା କର୍ମୀ ଏବଂ ଗୃହିଣୀମାନଙ୍କ ମଧ୍ୟରେ ଅଂଶଗ୍ରହଣକୁ ଉତ୍ସାହିତ କରିବା ପାଇଁ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍ ମଧ୍ୟ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜିନ୍ଦଲ ମହିଳା ସମିତିର ଅଧ୍ୟକ୍ଷା ଶ୍ରୀମତୀ ସୀମା ମାଲହାନ ଏବଂ ଶ୍ରୀମତୀ ଅନିତା ମିତ୍ତଲ ଯୋଗ ଦେଇ ମହିଳା ଖେଳାଳିମାନଙ୍କୁ ଉତ୍ସାହିତ ଏବଂ ସମର୍ଥନ କରିଥିଲେ।

ପରିଚାଳନା କମିଟିର ବରିଷ୍ଠ ସଦସ୍ୟଙ୍କ ତତ୍ୱାବଧାନରେ ଏହି ସଂପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟର ସଠିକ ଓ ସଫଳ ପରିଚାଳନା କରାଯାଇଥିଲା ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech