ହାଇକୋର୍ଟଙ୍କ ଉଦ୍‌ବେଗ: ଓଡ଼ିଶା ପାଇଁ ମାତ୍ର ଗୋଟିଏ ଖାଦ୍ୟ ପରୀକ୍ଷାଗାର

କଟକ: ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ହାଇକୋର୍ଟ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ୪ କୋଟି ୭୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଓଡ଼ିଶା ପାଇଁ ମାତ୍ର ଗୋଟିଏ ଖାଦ୍ୟ ପରୀକ୍ଷାଗାର (ଫୁଡ୍‌ ଟେଷ୍ଟିଂ ଲାବୋରେଟୋରୀ) ରହିଥିବାରୁ ଅଦାଲତ ଆଶ୍ଚର୍ୟ୍ୟ ପ୍ରକଟ କରିଛନ୍ତି ।

ଏହି ପରିପ୍ରେକ୍ଷୀରେ ହାଇକୋର୍ଟ ପ୍ରତି ଜିଲ୍ଲାରେ ଅତ୍ୟାଧୁନିକ ଖାଦ୍ୟ ପରୀକ୍ଷାଗାର ସ୍ଥାପନ ସହ ଆବଶ୍ୟକ ବୈଷୟିକ କର୍ମଚାରୀ ନିଯୁକ୍ତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଦାଲତଙ୍କ ଏହି ଆଦେଶ କେତେଦୂର କାର୍ୟ୍ୟକାରୀ ହେଉଛି ତାହା ଉପରେ ଜବାବ ରଖିବାକୁ ହାଇକୋର୍ଟ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସଚିବଙ୍କୁ ଭିଡିଓ କନଫରେନ୍‌ସିଂ ଜରିଆରେ ବ୍ୟକ୍ତିଗତ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମୀରା ପାଣିଗ୍ରାହୀ ଏବଂ ଅନ୍ୟମାନଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଏସ୍‌.କେ.ପାଣିଗ୍ରାହୀ ଏହି ଆଦେଶ ଦେଇଛନ୍ତି ।

ହାଇକୋର୍ଟ କହିଛନ୍ତି ଯେ, ଖାଦ୍ୟର ଗୁଣବତ୍ତା ନିୟନ୍ତ୍ରଣ ଏବଂ ଉପଯୁକ୍ତ ଯାଞ୍ଚ ପାଇଁ ବର୍ତ୍ତମାନର ଭିତ୍ତିଭୂମି ସମ୍ପୂର୍ଣ୍ଣ ଅପର୍ୟ୍ୟାପ୍ତ । ରାଜ୍ୟରେ ଖାଦ୍ୟର ମାନ ଯାଞ୍ଚ ଓ ନମୁନା ପରୀକ୍ଷଣରେ ବିଳମ୍ବ ହେଉଥିବାରୁ ଏହା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରୁଛି । ଆବେଦନକାରୀ ପିଟିସନ୍‌ରେ ଦର୍ଶାଇଥିଲେ ଯେ, ସମଗ୍ର ଓଡ଼ିଶାରେ କେବଳ ଗୋଟିଏ ମାତ୍ର ଖାଦ୍ୟ ପରୀକ୍ଷାଗାର ରହିଛି । ଜଣେ ମାତ୍ର ଚିଫ୍‌ ଫୁଡ୍‌ ଆନାଲିଷ୍ଟ୍‌ ଓ ସୀମିତ ସଂଖ୍ୟକ ବୈଷୟିକ କର୍ମଚାରୀଙ୍କୁ ନେଇ ଏହି ପରୀକ୍ଷାଗାର ଚାଲିଛି । ରାଜ୍ୟରେ ଖାଦ୍ୟ ସୁରକ୍ଷା ଅଧିକାରୀମାନେ ଦୋକାନ, ହୋଟେଲ୍‌ ପ୍ରଭୃତିରୁ ଖାଦ୍ୟ ନମୁନା ସଂଗ୍ରହ କରନ୍ତି । ନମୁନା ରିପୋର୍ଟ ବିଳମ୍ବ ହେଉଥିବାରୁ ମାମଲା ଆଇନଗତ ଭାବେ ଦୃଢ଼ ହୋଇ ପାରୁନାହିଁ । ଅପମିଶ୍ରିତ ଓ ନକଲି ଖାଦ୍ୟ ଯୋଗୁଁ ବିଷକ୍ରିୟା ଓ ଅନ୍ୟାନ୍ୟ ରୋଗ ହେବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନପାରେ । ବିଶେଷ କରି ଶିଶୁ, ଗର୍ଭବତୀ ମହିଳା ଓ ବରିଷ୍ଠ ନାଗରିକଙ୍କ ଉପରେ ଏହାର ଅଧିକ ପ୍ରଭାବ ପଡ଼ୁଛି । ରାଜ୍ୟରେ ପରୀକ୍ଷାଗାର ସଂଖ୍ୟା କମ୍‌ ଥିବାରୁ ଖାଦ୍ୟ ପରୀକ୍ଷା ଯଥାସମ୍ଭବ ହୋଇପାରୁନାହିଁ । ଅଦାଲତ ଏହାକୁ ଗୁରୁତ୍ୱର ସହ ନେଇ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech