ଭୁବନେଶ୍ବର: ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। ରାତି ୮ଟା ୫୦ ମିନିଟ୍ରେ ରାସେଶ୍ବରୀ ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଛି। ପରଲୋକ ନେଇ ପରିବାର ଓ ଡାକ୍ତରଙ୍କ ପକ୍ଷରୁ ସୂଚନା ମିଳିଛି। ୭୯ ବର୍ଷ ବୟସରେ ସମ୍ବଲପୁର ବାସଭବନରେ ପରଲୋକ ଘଟିଥିବା ଜଣାପଡ଼ିଛି। ସ୍ନାୟୁଜନିତ ରୋଗରେ ପୀଡ଼ିତ ଥିଲେ ରାସେଶ୍ବରୀ। ୨୦୧୪ରେ ସମ୍ବଲପୁର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।

March 11, 2026/
No Comments


