ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ । ଆୟ ବ୍ୟୟର ହିସାବ ପେଡ଼ି ଖୋଲିବେ ମୁଖ୍ୟମନ୍ତ୍ରୀ । କେଉଁଠୁ ଆସିବ ଅର୍ଥ, କେମିତି ଖର୍ଚ୍ଚ ହେବ । ବଜେଟ୍ ଆକାର ବଢି ୩ ଲକ୍ଷ ୨୦ ହଜାର କୋଟି ଟଙ୍କା ଟପିପାରେ । କିନ୍ତୁ ସଠିକ ସମୟରେ ବଜେଟ୍ ଅର୍ଥ ଖର୍ଚ୍ଚ ନ ହେବ ବଡ଼ ସମସ୍ୟା ହୋଇ ଉଭା ହୋଇଛି । ଏହାସହ ଋଣଭାର ବି ବଢୁଛି ।

March 11, 2026/
No Comments


