ରାଜ୍ୟରେ ନିର୍ମାଣ ହେବ ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା। ଗୃହରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀଙ୍କ ଲିଖିତ ଉତ୍ତର। ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା ନିର୍ମାଣ ପାଇଁ ସରକାରଙ୍କ ପ୍ରସ୍ତାବ ରହିଛି ।ଓଡ଼ିଶାରେ ନାଟକର ଉନ୍ନତି, ପ୍ରଚାର ପ୍ରସାର କରାଯାଉଛି । ରାଜ୍ୟ ଓ ରାଜ୍ୟ ବାହାରେ ଓଡ଼ିଆ ନାଟକ ଆୟୋଜିତ କରାଯାଉଛି ।

April 16, 2026/
No Comments


