ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ।

ଭବାନୀପାଟଣା (ଜାଗ୍ରତ ଭାରତ) ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓସୱାନ୍ କକ୍ଷଠାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ, କଳାହାଣ୍ଡି ଙ୍କ ଦ୍ଵାରା ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ସତର୍କତା ମୂଳକ ପଦକ୍ଷେପ ସମ୍ପର୍କିତ ଏକ ଜିଲ୍ଲା ସ୍ତରୀୟ ବୈଠକ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବଇତୁରା ଦୀପ (ରାଜସ୍ୱ), ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢୀ , ଡି ଏଫ୍ ଓ ଆର କଲାଇ ବାନନ , ଉପ ଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶୁଭ୍ରାଂଶୁ ମିଶ୍ର ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭାଗୀୟ ଅଧିକାରୀମାନେ ସଜାଗ ଓ ତତ୍ପର ରହିବା ସହିତ କ୍ଷେତ୍ର କର୍ମଚାରୀ ଓ ଅଧିକାରୀମାନଙ୍କୁ ଏ ସମ୍ପର୍କରେ ସୁଚିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳର ସମସ୍ୟା ସମ୍ପର୍କରେ ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ଔଷଧ ତଥା ଆନୁସାଙ୍ଗିକ ବ୍ୟବସ୍ଥା ଓ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା କାର୍ଯ୍ୟାଳୟ ସମେତ ଜିଲ୍ଲାର ପ୍ରତ୍ୟେକ ବ୍ଲକ, ତହସିଲ ଓ ସମ୍ପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟ ଗୁଡିକରେ ମାର୍ଚ୍ଚ ପ୍ରଥମ ସପ୍ତାହ ଠାରୁ କଣ୍ଟ୍ରୋଲ ରୁମ ଖୋଲିବା ସହ ଅଭିଯୋଗ ରେଜିଷ୍ଟରରେ ଅଭିଯୋଗ ଗୁଡିକ ଲିପିବଦ୍ଧ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଚଳ ହୋଇଥିବା ନଳକୂପ ତଥା ଅନ୍ୟାନ୍ୟ ଜଳ ଉତ୍ସ ଗୁଡିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ପାନୀୟ ଜଳ ଯୋଗାଣ ସଙ୍କ୍ରାନ୍ତୀୟ ସମସ୍ୟା ସମ୍ପର୍କରେ ପଦକ୍ଷେପ ଗ୍ରହଣ କରିବା, ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇଦେବା , ଅଂଶୁଘାତ ଜନିତ ମୃତ୍ୟୁର ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା, ଜିଲ୍ଲାର ପ୍ରତ୍ୟେକ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ, ପଞ୍ଚାୟତ ଗୁଡିକର ଗୁରୁତ୍ଵପୂର୍ଣ ଜନଗହଳି ସ୍ଥାନ, ବସଷ୍ଟାଣ୍ଡ ମାନଙ୍କରେ ଜଳଛତ୍ର ଖୋଲିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାକୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରମିକମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀମାନଙ୍କରେ ବିଶ୍ରାମସ୍ଥଳୀ ଓ ଯାତ୍ରୀବାହି ବସ ତଥା ଅନ୍ୟାନ୍ୟ ଯାନବାହାନ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ସହିତ ଓଆରଏସ ପ୍ୟାକେଟ ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ଗୋରୁ, ଗାଈ ଇତ୍ୟାଦି ପ୍ରାଣୀ ସମ୍ପଦଙ୍କ ପିଇବା ପାଣିର ବ୍ୟବସ୍ଥା ତଥା ଔଷଧର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ନିରବିଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବିଶେଷ କରି ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକ ପାଇଁ ସୁନିଶ୍ଚିତ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ଓ ଅଂଶୁଘାତ ସତର୍କତା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଦିଗରେ ଜିଲ୍ଲାର ସମସ୍ତ ବିଡିଓ , ତହସିଲଦାର, ସହରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ନିଜ ନିଜ ଅଞ୍ଚଳରେ ମାର୍ଚ ମାସ ପ୍ରଥମ ସପ୍ତାହ ରୁ ଜଳଛତ୍ର ଖୋଲିବା ସହିତ ମାଇକ ଯୋଗେ ବ୍ୟାପକ ପ୍ରଚାର ପ୍ରସାର କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech