‘HPV ନିରାକରଣ ଟୀକା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଜସ୍ଥାନର ଆଜମେର ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବ୍ୟାପୀ ହ୍ୟୁମାନ ପାପିଲୋମା ଭାଇରସ୍ ସଂକ୍ରମଣର ନିରାକରଣ ପାଇଁ ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି କ୍ରମରେ ଭୁବନେଶ୍ୱର କୃଷି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟସ୍ତରୀୟ ଉତ୍ସବରେ ହ୍ୟୁମାନ ପାପିଲୋମା ଭାଇରସ୍ ବା HPV ନିରାକରଣ ପାଇଁ ରାଜ୍ୟବ୍ୟାପୀ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ, ଏହି ଟୀକାକରଣ ଅଭିଯାନ ଏକ ସାଧାରଣ କାର୍ଯ୍ୟକ୍ରମ ନୁହେଁ, ମହିଳାମାନଙ୍କୁ ସୁସ୍ଥ ଓ ସଶକ୍ତ କରିବା ଏହାର ଲକ୍ଷ୍ୟ।

ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀଙ୍କ ଏହି ମହତ୍ତ୍ୱକାଂକ୍ଷୀ ଅଭିଯାନରେ ଓଡ଼ିଶାର ୧୪ ରୁ ୧୫ ବର୍ଷ ବୟସ ମଧ୍ୟରେ ଥିବା ପ୍ରାୟ ୩.୩୬ ଲକ୍ଷ ବାଳିକାଙ୍କୁ ଟୀକାକରଣ କରାଯିବ। ଏଥିପାଇଁ ୩ ମାସ ସମୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ଟୀକା ପ୍ରଥମେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଦ୍ୱିତୀୟ ମାସରେ ଏହାକୁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବ। ଏହି ଟୀକା ସମ୍ପୂର୍ଣ୍ଣ ଦେୟମୁକ୍ତ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେଶରେ ରୋଗ ନିବାରଣ ଓ ସ୍ୱାସ୍ଥ୍ୟସେବାକୁ ସୁଦୃଢ ଓ ବ୍ୟାପକ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ନିରନ୍ତର ଚେଷ୍ଟା ଜାରି ରଖିଛନ୍ତି। ହ୍ୟୁମାନ ପାପିଲୋମା ଭାଇରସ୍ ବା HPV ପାଇଁ ଏହି ଟୀକା ଆମ କନ୍ୟା ମାନଙ୍କର ସ୍ୱାସ୍ଥ୍ୟ ଓ ଭବିଷ୍ୟତ ସୁରକ୍ଷା ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ଦେଶର ବିଭିନ୍ନ କ୍ଷେତ୍ର ସହ ସ୍ୱାସ୍ଥ୍ୟ କ୍ଷେତ୍ରର ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଇଛି । ପ୍ରଧାନମନ୍ତ୍ରୀ ଦେଶର ୧୪୦ କୋଟି ଲୋକଙ୍କ ପାଇଁ ଏକ ସୁରକ୍ଷିତ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାର ବିକାଶ କରୁଛନ୍ତି। କ୍ୟାନ୍ସର ଭଳି ଅନେକ ଜଟିଳ ରୋଗର ଔଷଧକୁ ଶସ୍ତା କରାଯାଇଛି। କର୍କଟ ରୋଗର ମୁକାବିଲା ନିମନ୍ତେ ୨୦୨୬-୨୭ ବଜେଟ୍ ରେ ‘ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା କାର୍ଯ୍ୟକ୍ରମ’ ଘୋଷଣା କରାଯାଇଛି। ଏଥିରେ ବ୍ୟାପକ କମ୍ୟୁନିଟି ଆୱାରନେସ୍ ସହିତ ଗାଁ ଗହଳିରେ ସ୍କ୍ରିନିଂ, ମୋବାଇଲ୍ କ୍ୟାମ୍ପ ଜରିଆରେ ପଦକ୍ଷେପ ନିଆଯାଇ ଆଗୁଆ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ଓଡିଶା ପାଇଁ ସ୍ୱତନ୍ତ୍ର ଭାବେ ୧୨୧ଟି କର୍କଟ ଚିକିତ୍ସା ପ୍ୟାକେଜ୍ ମଧ୍ୟ କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଜରୁରୀକାଳୀନ ସ୍ୱାସ୍ଥ୍ୟସେବାକୁ ସୁଦୃଢ କରିବା ପାଇଁ ୨୮ଟି ନୂଆ ୧୦୮ ଆମ୍ବୁଲାନ୍ସ ମଧ୍ୟ ଲୋକାର୍ପଣ କରିଥିଲେ। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ୪୦୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା। ଏବେ ୪୨୮ଟି ନୂଆ ଆମ୍ବୁଲାନ୍ସ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଯୋଡି ହେଲା। ଏଥିପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୧୧୧ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଦେଇ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଆହୁରି ମଜବୁତ୍ କରିବ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଛନ୍ତି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech