ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼

ଭୁବନେଶ୍ୱର: ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼ କରିଛି ଓଡ଼ିଶା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ “ଭବ୍ୟ ଟେରାକୋଟା କୃତି ପ୍ରସ୍ତୁତି” ପ୍ରତିଯୋଗିତାରେ ଦୁଇଟି ନୂଆ କୀର୍ତ୍ତିମାନ “ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡସ୍” ଲିପିବଦ୍ଧ ହୋଇଛି । ଏକକାଳୀନ ୧୦୦୦ ମୃତ୍ତିକା ଶିଳ୍ପୀ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସର୍ବାଧିକ ପ୍ରତିଯୋଗୀ ବର୍ଗରେ ନୂଆ ରେକର୍ଡ଼ ସୃଷ୍ଟି କରିଛନ୍ତି ।

ସେହିପରି ପୂର୍ବ ରେକର୍ଡ଼କୁ ଭାଙ୍ଗି ୭ ଜଣ ମୃତ୍ତିକା କାରିଗର ନୂଆ ରେକର୍ଡ଼ ସୃଷ୍ଟି କରିଛନ୍ତି । ବରଗଡ଼ର ଟେରାକୋଟା ହସ୍ତଶିଳ୍ପୀ ସେବକ ରଣା ଏକ ଘଣ୍ଟା ମଧ୍ୟରେ ୩୧୦ ଟି ଗ୍ଳାସ୍ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ନୟାଗଡ଼ର ମାଧବ ମୁଦୁଲି, ବଲାଙ୍ଗୀରର ଥାନ ସୁନ୍ଦର ରଣା, ବାଲେଶ୍ୱରର ରମେଶ ଚନ୍ଦ୍ର ମୁଦୁଲି, ଅନୁଗୁଳର ବିଜୟ ବେହେରା, ବଲାଙ୍ଗୀରର ବସନ୍ତ ରଣା, କେନ୍ଦ୍ରାପଡ଼ାର ମକର କେତନ ସାହୁ ଯଥାକ୍ରମେ ୨୪୮, ୨୩୨, ୨୩୦, ୨୨୭, ୨୧୯ ଓ ୨୧୮ ଟି ମାଟି ପାତ୍ର ପ୍ରସ୍ତୁତ କରି ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ, ଏହା ପୂର୍ବରୁ ଆମେରିକାର ମାଇକେଲ୍ ୱେବର୍ ଏକ ଘଣ୍ଟା ସମୟ ମଧ୍ୟରେ ୨୧୨ ଟି ମାଟି ପାତ୍ର ପ୍ରସ୍ତୁତ କରି “ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡସ୍”ରେ ସ୍ଥାନ ପାଇଥିଲେ । ଓଡ଼ିଶାର ୭ ଜଣ ଟେରାକୋଟା ହସ୍ତଶିଳ୍ପୀ ଆଜି ଏହି ରେକର୍ଡ଼କୁ ଭାଙ୍ଗିଛନ୍ତି ।

ସ୍ଥାନୀୟ କଳାଭୂମିଠାରେ ଆୟୋଜିତ ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକଭାବେ ମାନ୍ୟବର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ଉଦ୍ଘାଟନ କରି କହିଥିଲେ, “ଟେରାକୋଟା ଏବଂ କୁମ୍ଭାର ଶିଳ୍ପ” ଆମ ସମୃଦ୍ଧ ହସ୍ତଶିଳ୍ପର ପରିଚୟ । ଟେରାକୋଟା ଶିଳ୍ପୀମାନେ ଆମ ଐତିହ୍ୟର ବାର୍ତ୍ତାବହ । ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ । ଟେରାକୋଟା ଶିଳ୍ପୀମାନଙ୍କ ପାଇଁ ଆଜି ଆମେ ଗର୍ବିତ । ପ୍ରତିଯୋଗିତା ପରେ ରେକର୍ଡ଼ ସୃଷ୍ଟି କରିଥିବା ଟେରାକୋଟା ହସ୍ତଶିଳ୍ପୀମାନଙ୍କୁ ମାନନୀୟ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । ଭୋକାଲ ଫର ଲୋକାଲ ମାଧ୍ୟମରେ ସ୍ଵଦେଶୀ ହସ୍ତଶିଳ୍ପ ଓ ଟେରାକୋଟା ହସ୍ତଶିଳ୍ପର ପ୍ରଚାର ପ୍ରସାର ପାଇଁ ନିଆଯାଉଆଥିବା ପଦକ୍ଷେପ ସମ୍ପର୍କରେ ବିଭାଗୀୟ ଆୟୁକ୍ତ ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ସୂଚନା ଦେଇଥିଲେ । ରାଜ୍ୟ ସରକାରଙ୍କ ଦ୍ଵାରା ସ୍ୱୀକୃତିପ୍ରାପ୍ତ ୬୪ଟି ହସ୍ତଶିଳ୍ପ ମଧ୍ୟରୁ “ଟେରାକୋଟା ଏବଂ କୁମ୍ଭାର ଶିଳ୍ପ” ହେଉଛି ଅତ୍ୟନ୍ତ ପୁରାତନ ହସ୍ତଶିଳ୍ପ । ଏହି ହସ୍ତଶିଳ୍ପ ମାଧ୍ୟମରେ ରାଜ୍ୟରେ ୩୬ ହଜାରରୁ ଅଧିକ କାରିଗର ଜୀବିକା ନିର୍ବାହ କରୁଛନ୍ତି । ରାଜ୍ୟରେ ୪୦ ରୁ ଅଧିକ ଟେରାକୋଟା ହସ୍ତଶିଳ୍ପ ପୁଞ୍ଜ ରହିଛି । ଏହି କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶିକା ଡକ୍ଟର ନିବେଦିତା ପୁଷ୍ଟି, ପଦ୍ମଶ୍ରୀ ବିନୋଦ ମହାରଣା, ଜାତୀୟ ପୁରସ୍କାର ପ୍ରାପ୍ତ ଟେରାକୋଟା କାରିଗର ମନବୋଧ ରଣା ଓ ମୁକୁନ୍ଦ ରଣା, ସିଡାକର ସଦସ୍ୟ ସଚିବ ଚିନ୍ମୟୀ ବିଶ୍ୱାଳ, “ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡସ୍”ର ଉପସଭାପତି ରାଜୀବ ଶ୍ରୀବାସ୍ତବ ଓ ନିର୍ଦ୍ଦେଶକ ରାଜେଶ ଶୁକ୍ଲା, ଯୁଗ୍ମ ସଚିବ ମମତା ନାୟକ, ଉପ-ନିର୍ଦ୍ଦେଶକ ମାନଗୋବିନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech