ଜିଲ୍ଲା ଦିଶା କମିଟି ବୈଠକ – ଜିଲ୍ଲାରେ କାର୍ଯକାରୀ ହେଊଥିବା ବିଭିନ୍ନ ଯୋଜନାର ଅଗ୍ରଗତି ଓ ସଫଳତା ଉପରେ ସମୀକ୍ଷା

ଜିଲ୍ଲା ଦିଶା କମିଟି ବୈଠକ – ଜିଲ୍ଲାରେ କାର୍ଯକାରୀ ହେଊଥିବା ବିଭିନ୍ନ ଯୋଜନାର ଅଗ୍ରଗତି ଓ ସଫଳତା ଉପରେ ସମୀକ୍ଷା ।

ଭବାନୀପାଟଣା: (ଜାଗ୍ରତ ଭାରତ)ତା.2.3.2026 – କଳାହାଣ୍ଡି ଜିଲ୍ଲା ଉନ୍ନୟନ ସମନ୍ଵୟ ଏବଂ ପର୍ଯ୍ୟାଲୋଚନା ସମିତି ସଭା “ଦିଶା” ବୈଠକ ଆଜି ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ କଳାହାଣ୍ଡି ସାଂସଦ (ଲୋକସଭା) ଶ୍ରୀମତୀ ମାଳବିକା ଦେବୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଷୀ, ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି,ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା.ଉପ ନିର୍ଦ୍ଦେଶକ ପ୍ଲାନିଂଙ୍ଗ ଶ୍ରୀକାନ୍ତ ଦଳାଇ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମେ ଅତିରିକ୍ତ ଜିଲାପାଳ ଶ୍ରୀ ଦର ୱାନ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ବୈଠକର କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା କରିବା ପାଇଁ କଳାହାଣ୍ଡି ସାଂସଦ ତଥା ଅଧ୍ୟକ୍ଷ୍ୟା “ଦିଶା କମିଟି” ଶ୍ରୀମତୀ ମାଳବିକା ଦେବୀ ଙ୍କୁ ଅନୁରୋଧ କରିଥିଲେ । ମାନନୀୟା ସାଂସଦ ସମସ୍ତ ଙ୍କୁ ସ୍ଵାଗତ କରିବା ସହିତ ଜିଲ୍ଲାରେ ସରକାରଙ୍କର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିଭାଗୀୟ ଜନକଲ୍ୟାଣ ଯୋଜନା ର ସଫଳ ରୂପାୟନ ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଜିଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ସରକାରଙ୍କ ଯୋଜନା ଓ ରାଜ୍ୟ ଯୋଜନା ର ସଫଳ ରୂପାୟନ ଉପରେ ଗୁରୁତ୍ଵ ଦେଇ ଜନ ପ୍ରତିନିଧି ଓ ଅଧ୍ୟକ୍ଷଙ୍କ ଉପସ୍ଥାପିତ ବିଭିନ୍ନ ପ୍ରଶ୍ନ ଅଭିଯୋଗ ଉପରେ ସଠିକ୍ ତଥ୍ୟ ରଖିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପାନୀୟ ଜଳ, ଗମନାଗମନ, ଆର.ଡି., ପି.ଡବ୍ଲୁ.ଡି., ଜଳସେଚନ, ବିଦ୍ୟୁତୀକରଣ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଖାଦ୍ୟ ଯୋଗାଣ,ଖାଦ୍ୟ ସୁରକ୍ଷା ଯୋଜନା, ଅବକାରୀ ,ଜଙ୍ଗଲ ଓ ପରିବେଶ ସୁରକ୍ଷା,ଶିଶୁ ସୁରକ୍ଷା,ସାମାଜ କଲ୍ଯାଣ, ଖଣି, ଇତ୍ୟାଦି ବିଭାଗୀୟ ଯୋଜନାର ଅଗ୍ରଗତି, ସଫଳତା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ଉପରେ ସମୀକ୍ଷା କରିଥିଲେ । ସେହିପରି ଜିଲ୍ଲାର ବିକାଶ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗ ମଧ୍ୟରେ ସମ୍ମନ୍ୱୟ ରଖି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ । ବିଶେଷ କରି ଜିଲ୍ଲାରେ ଲୋକଙ୍କ ଆବଶ୍ୟକ ମୁତାବକ ଅନୁଯାୟୀ ପାନୀୟଜଳ ପ୍ରକଳ୍ପର ତ୍ଵାରାନ୍ନିତ କରିବା ସହିତ ସମସ୍ତ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ମାନନୀୟା ସାଂସଦ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ନିମନ୍ତେ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା ଏବଂ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଅଧିକ ଯତ୍ନବାନ ହୋଇ ନିଜ ନିଜ ବିଭାଗୀୟ କାର୍ଯ୍ୟ ସୁଚାରୁରୂପେ ତୁଲାଇ ବା ପାଇଁ ମାନନୀୟା ସାଂସଦ ପରାମର୍ଶ ଦେଇଥିଲେ । ଏହି ବୈଠକରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ବ୍ଲକ ର ଅଧ୍ୟକ୍ଷ, ସହରାଞ୍ଚଳ ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ । ଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲା ପରିଷଦ ଶ୍ରୀ ପାଢି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech