ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି। ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ। ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ । ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍-୯୭୧୫୪୩୦୯୦୫୭୧ ।
ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ।



