ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କାଏମ ରହିଲା ୫ ଜଣଙ୍କ ପ୍ରାର୍ଥିପତ୍ର । ଯାଞ୍ଚ ପରେ କାଏମ ରହିଲା ୫ ଜଣଙ୍କ ପ୍ରାର୍ଥିପତ୍ର । ୬ ଜଣ ନାମାଙ୍କନ କରିଥିବା ବେଳେ ଜଣଙ୍କ ପ୍ରାର୍ଥିପତ୍ର ନାକଚ ରହଛିିନ୍ତି । ବିଜେଡିର ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ ଦତ୍ତେଶ୍ୱର ହୋତାଙ୍କ ପ୍ରାର୍ଥିପତ୍ର କାଏମ ହୋଇଛି। ବିଜେପିର ମନମୋହନ ସାମଲ, ସୁଜିତ କୁମାରଙ୍କ ପ୍ରାର୍ଥୀ କାଏମ ହୋଇଛି ।
ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟଙ୍କ ମଧ୍ୟ ପ୍ରାର୍ଥିପତ୍ର କାଏମ କରାଯାଇଛି । ତେଲେଙ୍ଗାନାର କାନ୍ତେ ସାୟାନାଙ୍କ ପ୍ରାର୍ଥିପତ୍ର ନାକଚ ରହଛିି । ସୂଚନାଥାଉକି, ଗତକାଲି ବିଜେଡି ରୁ ୨ ପ୍ରାର୍ଥୀ, ବିଜେପିରୁ ୨ ପ୍ରାର୍ଥୀଙ୍କ ସମେତ ଜଣେ ସ୍ୱାଧୀନ ପ୍ରାର୍ଥୀ ନାମାଙ୍କନ ଭରିଥିଲେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


