Spread the love

କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା’ । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ’। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା’।

ଯେଉଁମାନଙ୍କୁ ୨୧ ହେବ ସାମିଲ୍‌, ୬୦ ଟପିଲେ ପେନସନ୍‌ ଲିଷ୍ଟକୁ ଯିବେ’ ।

Leave a Reply

Your email address will not be published. Required fields are marked *