ଭୁବନେଶ୍ୱର: ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବିଭ୍ରାନ୍ତିକର ତଥ୍ୟ ଉପରେ ବିଶ୍ୱାସ କରନ୍ତୁ ନାହିଁ । କେବଳ ସରକାରୀ ତଥ୍ୟ ଉପରେ ବିଶ୍ୱାସ କରନ୍ତୁ । ଆମ ପାଖରେ ଯଥେଷ୍ଟ ତେଲ ଅଛି, ଆଦୌ ଅସୁବିଧା ହେବନି । କଳାବଜାରୀ ଉପରେ ନଜର ରଖିଛୁ । ଦରକାର ପଡିଲେ ଆକ୍ସନ ନେବୁ । ତେଲ, ନିତ୍ୟ ବ୍ୟବହୃତ ସାମଗ୍ରୀ ଉପରେ ନଜର ରଖିଛୁ, ଭୟଭୀତ ହୁଅନ୍ତୁ ନାହିଁ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


