ବିଜେପି ଜାରି କଲା ହୁଇପ୍‌, ୧୬ରେ ବିଧାନସଭାରେ ଉପସ୍ଥିତ ରହିବାକୁ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଡର । ନିର୍ବାଚନ ପାଇଁ ଆଉ ୨ ଦିନ ବାକି ଥିବା ବେଳେ ବିରୋଧୀଙ୍କୁ ଘାରିଛି ଘୋଡ଼ା ବେପାର ଭୟ । କଂଗ୍ରେସ ବିଧାୟକଙ୍କୁ ଧରି ପିସିସି ସଭାପତି ବେଙ୍ଗାଲୁରୁ ହୋଟେଲକୁ ଯାଇଥିବା ବେଳେ ଏପଟେ ବିଜେଡି ବିଧାୟକଙ୍କ ସହ ଟଚ୍ରେ ନବୀନ । ସେପଟେ ବିଜେପି ପାଇଁ କ୍ରସ୍ ଭୋଟିଂ ଡର ନଥିଲେ ମଧ୍ୟ ଦଳର ସମସ୍ତ ବିଧାୟକଙ୍କୁ ପାରାଦୀପର ଏକ ତାରକା ହୋଟେଲକୁ ନେବାକୁ ନିଷ୍ପତ୍ତି ନେଇଛି ବିଜେପି ।

ଏହାରି ଭିତରେ ବିଜେପି ଜାରି କରିଛି ହ୍ବିପ୍ । ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ହ୍ବିପ୍ ଜାରି କରିଛନ୍ତି । ଆସନ୍ତା ୧୬ ତାରିଖ ଅର୍ଥାତ ରାଜ୍ୟସଭା ନିର୍ବାଚନ ଦିନ ସମସ୍ତ ବିଜେପି ବିଧାୟକ ମାନେ ବିଧାନସଭାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଓଡ଼ିଶା ରାଜନୀତି ଇତିହାସରେ ନୂଆ ଅଧ୍ୟାୟ । ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ରିସର୍ଟ ପଲଟିକ୍ସ । ଘାରିଛି ଘୋଡା ବେପାର ଭୟ । ବେଙ୍ଗାଲୁରୁର ଏକ ତାରକା ହୋଟେଲରେ କଂଗ୍ରେସର ୮ ବିଧାୟକ । ରାଜ୍ୟସଭା ନିର୍ବାଚନକୁ ଆଉ ମାତ୍ର ଦୁଇ ଦିନ ବାକିଥିବା ବେଳେ ରୋଚକ ହେବାରେ ଲାଗିଛି ରାଜ୍ୟ ରାଜନୀତି । କ୍ରସ୍ ଭୋଟିଂ ଡରରେ ନିଜ ବିଧାୟକଙ୍କୁ ଏକାଠି ରଖିବାକୁ ସବୁ ଦଳ ପ୍ଲାନ ପ୍ରସୁତ କରିଛନ୍ତି । କଂଗ୍ରସ ହ୍ବିପ୍ ଜାରି କରିବା ପରେ ବି ବିଧାୟକଙ୍କ ଉପରେ ଭରସା କରିନପାରି ୮ ବିଧାୟକଙ୍କୁ ଧରି ଖୋଦ୍ ପିସିସି ସଭାପତି ବେଙ୍ଗାଲୁରୁ ଯାଇଛନ୍ତି । ସେମାନଙ୍କ ଭିତରେ ଅଛନ୍ତି ରାଜନ ଏକ୍କା ସତ୍ୟଜିତ ଗମାଙ୍ଗ, ମଙ୍ଗୁ ଖିଲ, ପବିତ୍ର ସାଉଁଟା, ନୀଳ ମାଧବ ହିକକା, ଅଶୋକ ଦାସ, ଆପାଲା ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ ପ୍ରମୁଖ । ବାକି ୬ ଜଣ ବିଧାୟକ ଓଡ଼ିଶାରେ ଅଛନ୍ତି । ସେମାନଙ୍କ ଉପରେ ନଜର ରଖିଛି ଦଳ । ସେପଟେ କିନ୍ତୁ କଂଗ୍ରେସ ବିଧାୟକ ଙ୍କ ଗସ୍ତକୁ ବିଧାୟିକା ସୋଫିଆ ଫିର୍ଦ୍ଦୋସ ନାପସନ୍ଦ କରିଛନ୍ତି ।

ବିଜେଡି ଶିବିରରେ ମଧ୍ୟ କ୍ରସ୍ ଭୋଟିଂ ଡର ଲାଗିରହିଛି । ଅସନ୍ତୁଷ୍ଟଙ୍କୁ ମନେଇବାକୁ ନବୀନ ନିବାସରେ କସରତ ଚାଲିଛି । ଦଳ ତରଫରୁ ହ୍ବିପ୍ ଜାରି ହୋଇଛି ଭୁବନେଶ୍ବର ନଛାଡିବାକୁ । ତା ସତ୍ତ୍ବେ ବି ବିଧାୟକଙ୍କ ଉପରେ ଭରସା କରିପାରୁ ନାହାନ୍ତି ନବୀନ । ଆଜି ସୋର ବିଧାୟକ ମାଧବ ଧଡାଙ୍କ ସହ ଆଲୋଚନା କରିଛନ୍ତି । ସବୁ ବିଜେଡି ବିଧାୟକଙ୍କୁ ଚିଠି ଲେଖିଛନ୍ତି ନବୀନ । ଏହାସହ ନବୀନ ନିବାସରେ ସଂଧ୍ୟା ୫.୩୦ରୁ ୭.୩୦ଟା ପର୍ଯ୍ୟନ୍ତ ଆଜି ଓ କାଲି ଉପସ୍ଥିତ ରହି ଟ୍ରେନିଂରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ରବିବାର ଦିନ ବିଧାୟକ ଦଳ ବୈଠକ ଡାକିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।

ସେପଟେ ଚତୁର୍ଥ ଆସନ ହାତେଇବା ପାଇଁ ବିଜେପି ବି ନିଜ ପ୍ଲାନରେ ଅଛି । ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସହିତ କଥା ହୋଇଛନ୍ତି ଦିଲୀପ ରାୟ । ଆସନ୍ତା କାଲି ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକ ବସିବ । ବୈଠକରେ ରାଜ୍ୟସଭା ପ୍ରଭାରୀ, ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ପ୍ରାର୍ଥୀ ଉପସ୍ଥିତ ରହି ବିଧାୟକ ମାନଙ୍କ ସହ ଆଲୋଚନା କରିବେ । ଏହାସହ ପାରାଦୀପର ଏକ ତାରକା ହୋଟଲରେ ସବୁ ବିଧାୟକ ଏକାଠି ହେବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech