ଏସ ସି ବି ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ । ଆଇସିୟୁର ପ୍ରଥମ ମହଲାରେ ନିଆଁ ଲାଗିଛି । ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା । ଆଇସିୟୁରେ ଗୁରୁତର ରୋଗୀ ଥିବାରୁ ସ୍ଥିତି ଅତ୍ୟନ୍ତ ସଂକଟାପନ୍ନ ରହୁଛି । ତେବେ ନିଆଁ ଲାଗିବା ଖବର ପାଇବା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଲାଗିବା ପରେ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି ।
କିନ୍ତୁ ଏହାରି ଭିତରେ୧୦ ରୋଗୀଙ୍କ ଜୀବନ ଯାଇଥିବା ସୂଚନା ମିଳିଛି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-6-scaled.jpg)
