ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

ଭୁବନେଶ୍ଵର: ଓଡ଼ିଶା ପ୍ରଶାସନିକ ସେବାରୁ ଭାରତୀୟ ପ୍ରଶାସନିକ ସେବାକୁ ପଦନ୍ନୋତି ପାଇଥିବା ୬ ଜଣ ମହିଳା ଆଇଏଏସ୍ ଅଧିକାରୀ (୨୦୧୪ ଓ ୨୦୧୫ ବ୍ୟାଚ୍ ) ଲାଲବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀ (ଏଲବିଏସ୍ଏନଏଏ), ମସୌରୀରେ ଠାରେ ଅନୁଷ୍ଠିତ ୧୨୮ ତମ ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ (ଇଣ୍ଡକ୍ସନ ଟ୍ରେନିଂ) ରେ ଯୋଗଦେଇ ଓଡ଼ିଶାକୁ ଫେରିବା ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସେମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଅଧିକାରୀମାନେ ପ୍ରଶିକ୍ଷଣ ଅବସରରେ ବିଭିନ୍ନ ଦକ୍ଷତା କାର୍ଯ୍ୟକ୍ରମ ଓ “ଭାରତ ଦର୍ପଣ” ପରିଭ୍ରମଣ ସଂପର୍କିତ ସେମାନଙ୍କର ଉପସ୍ଥାପନାରେ ଓଡ଼ିଶାକୁ ଶୀର୍ଷ ସ୍ଥାନରେ ପହଞ୍ଚାଇ ନିଜର ଓ ରାଜ୍ୟ ପାଇଁ ଗୌରବ ଅର୍ଜନ କରି ପ୍ରଶଂସା ସାଉଁଟିଥିବାରୁ ମୁଖ୍ୟ ଶାସନ ସଚିବ ସେମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ସଫଳତାର ସହ ପ୍ରଶିକ୍ଷଣ ନେଇଥିବା ଏହି ଅଧିକାରୀମାନେ ହେଲେ ଆରାଧନା ଦାସ, ଲିଲି କୁମାରୀ କୁଲୁ, ନିବେଦିତା ମିଶ୍ର, ଯୁଗଳେଶ୍ୱରୀ ଦାଶ, ରେଗା ଗୀତାରାଣୀ ପଟ୍ଟନାୟକ ଏବଂ ସ୍ୱୟଂପ୍ରଭା ମହାନ୍ତି।

ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଆଦେଶ ଅନୁସାରେ ଏହି ଅଧିକାରୀମାନେ ଗତ ଫେବୃୟାରୀ ୨୭ରୁ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ୧୫ ଦିନିଆ ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ନେଇ ବିଭିନ୍ନ ଦକ୍ଷତା କାର୍ଯ୍ୟକ୍ରମ, ଭାରତ ଦର୍ପଣ କାର୍ଯ୍ୟକ୍ରମ, ବିଭିନ୍ନ କେସ ଷ୍ଟଡି ଉପସ୍ଥାପନା, ଦଳଗତ ଉପସ୍ଥାପନା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସହ ଅନ୍ୟ ପ୍ରଶିକ୍ଷାର୍ଥୀମାନଙ୍କ ସହିତ ପରସ୍ପରିକ ଜ୍ଞାନ, ଅନୁଭୂତି ଓ ଦକ୍ଷତା ଶିଖିବା (ପିଅର ଲର୍ଣ୍ଣି) କାର୍ଯ୍ୟକ୍ରମରେ ସଫଳତାର ସହ ଅଂଶ ଗ୍ରହଣ କରି ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ, ଯିଏକି ପଦନ୍ନୋତି ପାଇଥିବା ଏହି ସମସ୍ତ ମହିଳା ଅଧିକାରୀମାନଙ୍କୁ ଏଲଏବିଏସଏନ୍ଏରେ ପ୍ରଶିକ୍ଷଣ ପାଇଁ ପଠାଇଥିଲା, ଯାହା ମହିଳା ସଶକ୍ତିକରଣ ଏବଂ ମହିଳାମାନଙ୍କ ଅଂଶଗ୍ରହଣ ଯେତ୍ରରେ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ବିଭିନ୍ନ ପ୍ରଦେଶରୁ ଏହି ପ୍ରଶିକ୍ଷଣରେ ୮୩ ଜଣ ଉଭୟ ପୁରୁଷ ଓ ମହିଳା ଅଧିକାରୀମାନେ ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ନେଇଥିବା ବେଳେ ଚଳିତ ଥର ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ କେବଳ ଏହି ସମସ୍ତ ମହିଳା ଅଧିକାରୀମାନଙ୍କୁ ପଦନ୍ନୋତି ପରବର୍ତ୍ତୀ ନିଯୁକ୍ତି ପ୍ରଶିକ୍ଷଣ ପାଇଁ ପଠାଯାଇଥିଲା।

ପ୍ରଶିକ୍ଷଣ ପରିପ୍ରେକ୍ଷୀରେ ଏହି ଅଧିକାରୀମାନେ ଭରତରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହୋଦୟାଙ୍କୁ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ପ୍ରଶିକ୍ଷଣ ନେଇଥିବା ଆଇଏଏସ୍ ଅଧିକାରୀଙ୍କ ମଧ୍ୟରେ ଶ୍ରୀମତୀ ସ୍ୱୟଂପ୍ରଭା ମହାନ୍ତି ରାଜ୍ୟରେ ମହିଳା ସଶକ୍ତି କରଣ, ଓଡ଼ିଶାର ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ‘ସୁଭଦ୍ରା’ କାର୍ଯ୍ୟକାରିତା, ସ୍ୱାସ୍ଥ୍ୟସେବା, ମାତୃ ଓ ଶିଶୁମାନଙ୍କ ପୋଷଣ କାର୍ଯ୍ୟକ୍ରମ ଆଦିକୁ କେସ୍ ଷ୍ଟଡିଜ୍ ଭାବେ ସଫଳ ଉପସ୍ଥାପନାରେ ନିଜର ନୈପୁଣ୍ୟ ଓ ଦକ୍ଷତା ପ୍ରତିପାଦନ କରି ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ସର୍ବଭାରତୀୟ ସ୍ତରରେ ପୁରସ୍କୃତ ହୋଇଛନ୍ତି।

ସେହିପରି ଆଇଏଏସ୍ ଅଧିକାରୀ ଆରାଧନା ଦାସ ମଧ୍ୟ ଭାରତର ଐତିହ୍ୟ, ସଂସ୍କୃତି, ପରମ୍ପରା , ବିକାଶ ଓ ସମାଜିକ ଚିତ୍ର ଆଦି ସଂପର୍କିତ “ଭାରତ ଦର୍ପଣ” ଷ୍ଟଡି ଟୁର ସଂପର୍କିତ ଦଳଗତ ଉପସ୍ଥାପନାରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବେ ପୁରସ୍କୃତ ହୋଇଛନ୍ତି। ସମସ୍ତ ଅଧିକାରୀମାନେ ପ୍ରଶିକ୍ଷଣ ଅବସରରେ ସେଠାରେ ଆୟୋଜିତ ସାସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ ଓଡ଼ିଶାର କଳା ଓ ସଂସ୍କୃତିର ଉଚ୍ଚକୋଟୀର ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech