ମୁଁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ , ମୃତକ ଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ CMRF ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା।
ଘଟଣାସ୍ଥଳକୁ ଯାଇ ବୁଲି ଦେଖିବା ସହ ରୋଗୀଙ୍କ ସମ୍ପର୍କୀୟ ମାନଙ୍କୁ ସମବେଦନା ଜଣାଇଲେ ଓ ଆଶ୍ଵାସନା ଦେଲେ
ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
ଆହତ ଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସୁବିଧା କରିବାକୁ ନିର୍ଦ୍ଦେଶ



