ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାର ଗ୍ରାମାଞ୍ଚଳ ଭିତ୍ତିଭୂମିର ସୁଦୃଢ଼ୀକରଣ ଏବଂ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ସଶକ୍ତିକରଣ ପାଇଁ ଚଳିତ ବଜେଟ୍‌ରେ ରାଜ୍ୟ ସରକାର ଅଭୂତପୂର୍ବ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆଜି ସନ୍ଧ୍ୟାରେ ଓଡ଼ିଶା ବିଧାନସଭାର ସମ୍ମିଳନୀ କକ୍ଷରେ ମାନନୀୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବିଭାଗୀୟ ବଜେଟ୍ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ମୋଟ ୩୪,୧୦୪.୦୬ କୋଟି ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ପାଇଁ ମୋଟ ୧୦,୨୦୪.୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଏହି ପ୍ରସ୍ତାବ ଗୃହରେ ପାରିତ ହୋଇଛି। ଏହି ବୃହତ ପାଣ୍ଠି ମାଧ୍ୟମରେ ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ, ସଡ଼କ ସଂଯୋଗୀକରଣ ଏବଂ ଜୀବିକା ନିର୍ବାହର ନୂତନ ସୁଯୋଗ ସୃଷ୍ଟି କରାଯିବ ବୋଲି ଆଶା ରଖାଯାଇଛି।

ଗ୍ରାମାଞ୍ଚଳର ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗାଇଦେବା ପାଇଁ ଆବାସ ଯୋଜନାକୁ ବଜେଟ୍‌ରେ ପ୍ରାଧାନ୍ୟ ଦିଆଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ପାଇଁ ୨,୪୪୫ କୋଟି ଟଙ୍କା, ଅନ୍ତ୍ୟୋଦୟ ଯୋଜନା ପାଇଁ ୨,୦୦୦ କୋଟି ଟଙ୍କା ଏବଂ ପିଏମ୍-ଜନମନ ଯୋଜନା ପାଇଁ ୩୦ କୋଟି ଟଙ୍କା ନିର୍ଦ୍ଧାରିତ କରାଯାଇଛି। ରାଜ୍ୟରେ ଗ୍ରାମୀଣ ନିଯୁକ୍ତି କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆଣିବା ପାଇଁ ‘ଭିବି-ଜି ରାମ ଜି’ ଯୋଜନା ପାଇଁ ୫,୫୭୫ କୋଟି ଟଙ୍କା ରଖାଯାଇଛି। ଏହି ଯୋଜନାରେ ବାର୍ଷିକ ୧୨୫ ଦିନର ନିଶ୍ଚିତ କର୍ମନିଯୁକ୍ତି ସହ ଚାଷ ସମୟରେ ୬୦ ଦିନର ବିରତି ସୁବିଧା ରହିଛି।

କାର୍ଯ୍ୟ ଶେଷ ହେବାର ସର୍ବାଧିକ ୧୫ ଦିନ ମଧ୍ୟରେ ମଜୁରୀ ପ୍ରଦାନ କରାଯିବ ଏବଂ କାମ ନମିଳିଲେ ଦୈନିକ ବେକାରୀ ଭତ୍ତାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହା ସମ୍ପୂର୍ଣ୍ଣ କାର୍ଯ୍ୟକାରୀ ହେବା ପର୍ଯ୍ୟନ୍ତ ମନରେଗା ପାଇଁ ୧,୬୨୬ କୋଟି ଟଙ୍କା ରଖାଯାଇଛି। ଏଥିସହିତ ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡ଼ା, ଗଜପତି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ପରି ୯ଟି ଜିଲ୍ଲାର ୩୦ଟି ବ୍ଲକ୍‌ରେ ଦାଦନ ସମସ୍ୟା ରୋକିବା ପାଇଁ ସ୍ୱତନ୍ତ୍ର ଯୋଜନା- ‘କର୍ମବର୍ଦ୍ଧିଷ୍ଣୁ ପଦ୍ଧତି ମାଧ୍ୟମରେ ଜୀବିକା ଅଭିବୃଦ୍ଧି’ କାର୍ଯ୍ୟକାରୀ କରାଯିବ। ୩୬ ମାସର ଏହି ମିଶନ ପାଇଁ ୨୦୨୬-୨୭ ବର୍ଷରେ ୨୨୦ କୋଟି ଟଙ୍କା ଅନୁମୋଦିତ ହୋଇଛି।

୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ପ୍ରତି ଗ୍ରାମୀଣ ପରିବାରକୁ ଶତପ୍ରତିଶତ ପାଇପ୍ ଜଳ ଯୋଗାଇ ଦେବାର ଲକ୍ଷ୍ୟ ମାନନୀୟ ମନ୍ତ୍ରୀ ଶ୍ରୀ ନାଏକ ଦୋହରାଇଥିଲେ। ୧ ମାର୍ଚ୍ଚ ୨୦୨୬ ସୁଦ୍ଧା ୭୭.୧୫ % ପରିବାର ଏହି ସୁବିଧା ପାଇଥିବା ବେଳେ ଚଳିତ ବର୍ଷ ପାଇଁ ‘ଜଳ ଜୀବନ ମିଶନ’ରେ ୭,୦୦୦ କୋଟି, ‘ବସୁଧା’ ଯୋଜନାରେ ୪୯୫ କୋଟି ଏବଂ ଆରପିଡବ୍ଲୁଏସ୍‌ (RPWS) ଯୋଜନା ପାଇଁ ୧,୦୦୦ କୋଟି ଟଙ୍କା ନିର୍ଦ୍ଧାରିତ ହୋଇଛି। ଏଥିସହିତ ନୂତନ ‘ମିଶନ ପାୱାର’ ଯୋଜନାରେ ୧,୦୦୦ କୋଟି ଟଙ୍କା ବିନିଯୋଗ କରାଯାଇ ୧,୦୪୩ଟି ଅଣ-ସଂଯୋଗୀକୃତ ବସତିକୁ ମୋଟ ୮୯୯୨.୯୭ କି.ମି ସଡ଼କ ଓ ଘାଟ ନିର୍ମାଣ ମାଧ୍ୟମରେ ସଂଯୋଗ କରାଯିବ।

ଚଳିତ ବର୍ଷ ଗ୍ରାମ୍ୟ ଉନ୍ନୟନ ବିଭାଗ ୫,୨୦୦ କି.ମି ସଡ଼କ ଓ ୩୦୦ଟି ସେତୁ ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ୯,୭୦୦ କି.ମି ନୂତନ ରାସ୍ତା ଓ ୩୫୦ଟି ନୂତନ ସେତୁ ପ୍ରକଳ୍ପ ହାତକୁ ନେବ। ଏଥିସହିତ ୧୪୨ଟି ନିର୍ବାଚନ ମଣ୍ଡଳୀରେ ରାସ୍ତାର ଉନ୍ନତିକରଣ ପାଇଁ ୧୪୨ କୋଟି ଏବଂ ଦୈବୀଦୁର୍ବିପାକରୋଧି (Disaster Resilient) ରାସ୍ତା ପାଇଁ ୮୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଆର୍ଥିକ ବର୍ଷ ୨୦୨୬-୨୭ରେ କୋଠାବାଡି ନିର୍ମାଣ ନିମନ୍ତେ ୧୦୨.୫୦ କୋଟି ଟଙ୍କା ନିର୍ଦ୍ଧାରିତ ହୋଇଛି।

ରାଜ୍ୟର ଗ୍ରାମାଞ୍ଚଳକୁ ଆତ୍ମନିର୍ଭରଶୀଳ କରିବା ଏବଂ ବିକାଶର ସୁଫଳ ଶେଷ ଧାଡ଼ିର ମଣିଷ ପାଖରେ ପହଞ୍ଚାଇବା ପାଇଁ ସରକାର ଏହି ବଜେଟ୍‌ରେ ବ୍ୟାପକ ବ୍ୟବସ୍ଥା କରିଛନ୍ତି। ‘ସେବା, ସୁବିଧା ଓ ସଶକ୍ତିକରଣ’ ମନ୍ତ୍ରକୁ ପାଥେୟ କରି ଗ୍ରାମୀଣ ଓଡ଼ିଶାର ରୂପରେଖ ବଦଳାଇବା ପାଇଁ ବିଭାଗ ସଂକଳ୍ପବଦ୍ଧ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ନାଏକ ପ୍ରକାଶ କରିଛନ୍ତି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech