ଭୁବନେଶ୍ୱର : ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍-୨ ରେ କାର୍ଯ୍ୟରତ ଶ୍ରୀମତୀ ରଶ୍ମି ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ ନିଯୁକ୍ତ କରାଯାଇଥିଲା। ଏହି ପରିପ୍ରେକ୍ଷିରେ, ଜନପ୍ରତିନିଧିତ୍ୱ ଆଇନ, 1950 ର ଧାରା 32(1) ଅନୁଯାୟୀ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ତାଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।

April 20, 2026/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)

