ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି ପ୍ରକଳ୍ପ ଜରିଆରେ ବିକଶିତ କରାଯିବ। ନ୍ୟାସନାଲ ଗ୍ରୀନ୍ ଟ୍ରିବ୍ୟୁନାଲର ନିର୍ଦ୍ଦେଶ ଅନୁଯାୟୀ ୨୮୪ ଏକର ଅଞ୍ଚଳରେ ସବୁଜ ବଳୟ ସୃଷ୍ଟି କରାଯିବ ଏବଂ ଅବଶିଷ୍ଟ ୧୪୨ ଏକର ଅଞ୍ଚଳକୁ ପର୍ଯ୍ୟଟନ ଉପଯୋଗୀ କରାଯିବା ସହିତ ବିଭିନ୍ନ ଯାନିଯାତ୍ରା (Festive Purpose) ପାଇଁ ମଧ୍ୟ ଉପଯୋଗୀ କରାଯିବ ।

ଏଥିରେ ଓଡ଼ିଶା ହାଟ, ହେରିଟେଜ ଭିଲେଜ, ପିକନିକ୍ ଏରିଆ, ଇଣ୍ଟରପ୍ରିଟେସନ ସେଣ୍ଟର, ଫୁଡ କୋର୍ଟ, ଲନ, ବଗିଚା, ମହାନଦୀ କୂଳ ସ୍ଥିତ ବିଭିନ୍ନ ୱାଟରବଡିର ସୌନ୍ଦର୍ଯ୍ୟକରଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ରହିଛି । ଏସବୁ ନିର୍ମାଣ କାର୍ଯ୍ୟରେ ଗ୍ରୀନ ଟ୍ରିବ୍ୟୁନାଲ ଗାଇଡଲାଇନ ପାଳନ କରାଯିବ । ଏହି ପ୍ରକଳ୍ପକୁ ପର୍ଯ୍ୟଟକମାନଙ୍କ ପାଇଁ ଏକ ଜାତୀୟ ସ୍ତରର ଆକର୍ଷଣୀୟ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱ ଦେଇଥିଲେ। ଏଥିପାଇଁ ଗୁଜରାଟର ସାବରମତୀ ଡିଜାଇନକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତ ପ୍ରାରମ୍ଭିକ ପ୍ରକ୍ରିୟା ଯଥାଶୀଘ୍ର ଶେଷ କରି ପ୍ରଥମ ପର୍ଯ୍ୟାୟ କାମ ତୁରନ୍ତ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମହାନଦୀ କୂଳ ସୁରକ୍ଷା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ଯେଉଁ ନିର୍ମାଣ କାର୍ଯ୍ୟ ହେଉଛି, ସେହି ପ୍ରକଳ୍ପ ଗୁଡ଼ିକର ମଧ୍ୟ ସୌନ୍ଦର୍ଯ୍ୟକରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଏହି ପ୍ରକଳ୍ପ ଗୁଡିକ ନଦୀତଟକୁ ସୁରକ୍ଷା ଦେବା ସହିତ ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଆକର୍ଷଣର କେନ୍ଦ୍ର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟ କାମ ବେଳେ ଧବଳେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ National Law University ନିକଟସ୍ଥ ପଠାକୁ ବିକଶିତ କରିବା ପାଇଁ ପରାମର୍ଶ ଦେଇଥିଲେ । ଅଧିକ ଆକର୍ଷଣୀୟ କରିବା ପାଇଁ ମହାନଦୀ ମଧ୍ୟରେ କ୍ରୁଜ ଚଳାଚଳ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ମତ ଦେଇଥଲେ । ଏ ସବୁ ସୌନ୍ଦର୍ଯ୍ୟକରଣ କାମ ପାଇଁ ଆବଶ୍ୟକ ହେଲେ ଅଧିକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ । ବୈଠକରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜିବ ମିଶ୍ର, ନିର୍ଦ୍ଦେଶକ ପୌର ପ୍ରଶାସନ ଶ୍ରୀ ଅରିନ୍ଦମ ଡାକୁଆ, କଟକ ମହାନଗର ନିଗମ ଆୟୁକ୍ତ କିରଣଦୀପ୍ କୌର ସହୋତା ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech