Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ସମଗ୍ର ଶିକ୍ଷାର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ । - Jagrat Bharat News

ସମଗ୍ର ଶିକ୍ଷାର ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ।

(ଜେ ବି ଏନ /ସୁଶାନ୍ତ କୁମାର) ୦୯/୧୨/୨୦୨୦ ଅନୁଗୋଳ : ସମଗ୍ର ଶିକ୍ଷାର ମାସିକ ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ କୋର୍ଟ ରୁମ ଠାରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କର ସଂଖ୍ୟା ଅନୁଯାୟୀ ଶିକ୍ଷକ ମାନଙ୍କୁ ନିୟୋଜିତ କରିବା ( Rationalisation ) ଉପରେ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ । ପ୍ରତିଟି ବିଦ୍ୟାଳୟର ଆବଶ୍ୟକତାକୁ ଯୁଗ୍ମ ସର୍ବେକ୍ଷଣ କରି ମୁଖ୍ୟ ଆବଶ୍ୟକତା ଗୁଡିକୁ ଅଗ୍ରାଧିକାର ଭିତ୍ତିରେ ମାର୍ଚ୍ଚ ମାସ ସୁଦ୍ଧା ପୂରଣ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେବା ସହ ଗୁଣାତ୍କକ ଶିକ୍ଷା ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ ।

ଜିଲ୍ଲାରେ କମ୍ପ୍ୟୁଟର ସହାୟକମାନେ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହେଉଥିବା ସମସ୍ୟାକୁ ବିଶ୍ଳେଷଣ କରିବା ସହିତ ତୁରନ୍ତ ଏହାର ସମାଧାନ କରିବାକୁ ପରାମର୍ଶ ଦେଇଥିଲେ । କମ୍ପ୍ୟୁଟର ଶିକ୍ଷା ଉପରେ ପିଲ୍ୟକ ଆବଶ୍ୟକତା ଅନୁଯାୟୀ ବିଷୟ ବସ୍ତୁ ନିର୍ଦ୍ଧାରଣ କରି ଶିକ୍ଷକ ମାନଙ୍କୁ ତାଲିମ ଦେବା ଉପରେ ସେ ଗୁରୁତ୍ବାରୋପ କରିଥିଲେ । କୋଭିଡ ନିୟମାମବଳୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ୧୦ମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ବତନ୍ତ୍ର କାର୍ଯ୍ୟ ଖସଡା ପ୍ରସ୍ତୁତ କରି ସେମାଙ୍କର ଶିକ୍ଷାକୁ ଅଗ୍ରାଧିକାର ଦେବା ପାଇଁ ପରାମର୍ଶ ଦେଇଥିଲେ । କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଗୃହ ମରାମତି ଓ ରକ୍ଷଣା ବେକ୍ଷଣ ନିମନ୍ତେ ଆବଶ୍ୟକ ପାଣ୍ଠି ଅନୁମୋଦନ କରାଗଲା । ଜିଲ୍ଲାର ୫୦ଟି ବିଦ୍ୟାଳୟରେ ଅଗ୍ରାଧିକାର ଭିତ୍ତିରେ “ବାଲା” କାର୍ଯ୍ୟକ୍ରମ କରାଯିବ ବୋଲି ସ୍ଥିର କରାଯାଇଛି । ବିଦ୍ୟାଳୟ ବାହାରେ ଥିବା କିମ୍ବା ଅଧାରୁ ପାଠ ପଢା ଛାଡିଥିବା ୭୪ଜଣ କିଶୋରୀଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଜିଲ୍ଲାରେ ଥିବା ୨୪୩ ଟି ଉଚ୍ଚ ବିଦ୍ୟାଳୟ ୫୨୯ ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ୮୪୮ଟି ପ୍ରାଥମିକ ବିଦ୍ୟାଳୟରେ ଶୌଚାଳୟ ବ୍ୟବସ୍ଥାକୁ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକୁ ତ୍ବରାନ୍ବିତ ଭାବେ କରିବା ସହ ବିଧିବଦ୍ଧ ଯୋଜନା ପ୍ରସ୍ତୁତ କରି ପରବର୍ତ୍ତୀ ସମୀକ୍ଷା ବୈଠକରେ ଏହାକୁ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଯେଉଁ ବିଦ୍ୟାଳୟ ଗୁଡିକର ଜମିପଟା ନାହିଁ ସେ ସ୍କୁଲ ଗୁଡିକୁ ସମ୍ପୃକ୍ତ ଉପଜିଲ୍ଲାପାଳ ମାନଙ୍କ ସହିତ ପରାମର୍ଶ କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାପାଇଁ ଉପସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀମାନଙ୍କୁ ପରାମର୍ଶ ଦେଇଥଲେ । ମୋ ସ୍କୁଲ କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ପ୍ରତିନିଧି , ବିଦ୍ୟାଳୟ କମିଟି କର୍ମକର୍ତ୍ତା , ଶିକ୍ଷକ , ଅଭିଭାବକ ମାନକୁ ସାମିଲ କରି ଗୋଷ୍ଠୀ ସଂପୃକ୍ତି କୁ ଅଧିକ ବ୍ୟାପକ କରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । କିଛି ଉଚ୍ଚବିଦ୍ୟାଳୟରେ ସ୍ମାର୍ଟ ବୋର୍ଡ ବ୍ୟବସ୍ଥାରେ ଶିକ୍ଷାଦାନ କରିବାର ଯୋଜନା ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଏହାଛଡା ଉତ୍ତମ ଶୈଖିକ ପରିବେଶ ସହ ଖେଳପଡିଆ ଓ ପାଠାଗାରର ଆବଶ୍ୟତା ଉପରେ ସେ ଗୁରୁତ୍ବାରୋପ କରିଥିଲେ । ବିଦ୍ୟାଳୟ ଗୁଡିକରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ଉପସ୍ଥାନ ବୃଦ୍ଧି ଓ ଶିକ୍ଷା ଗ୍ରହଣକୁ ସୁବ୍ୟବସ୍ଥିତ କରିବା ପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିପାଇଁ ଆବଶ୍ୟକ ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ଯୋଗାଇ ଦିଆଯିବ । ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ସ୍ଵତନ୍ତ୍ର ଦକ୍ଷତା ବୃଦ୍ଧି ନିମନ୍ତେ ଆଦର୍ଶ ଜିଲ୍ଲା ସମ୍ବଳ କେନ୍ଦ୍ର ନିମନ୍ତେ ଆବଶ୍ୟକ : ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ । ଜିଲ୍ଲା ଶିକ୍ଷକ ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଛାତ୍ରାବାସ ନିର୍ମାଣ ପାଇଁ ଜିଲ୍ଲା ଖଣିଜ ପାଣ୍ଠି ରୁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସ୍ଥିର କରାଗଲା । ପ୍ରାରମ୍ଭରେ ସମଗ୍ର ଶିକ୍ଷା ସମଗ୍ର ଶିକ୍ଷାର ଜିଲ୍ଲା ପ୍ରକଳ୍ପ ସଂଯୋଜକ ଦାୟିତ୍ବରେ ଥିବା ଜିଲ୍ଲା ଶିକ୍ଷା ଅଧିକାରିଣୀ କଳ୍ପନା ବେହେରା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ବୈଠକର କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷକ ଶିକ୍ଷା ପ୍ରଶିକ୍ଷଣର ଅଧ୍ୟକ୍ଷ ଶ୍ରୀ ସୁବାସ ଚନ୍ଦ୍ର ଦାସ ଙ୍କ ସମେତ ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଭାଗୀୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech