Spread the love

ଭୁବନେଶ୍ୱର: ଓଡ଼ିଶାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ମୂଳପୋଛ କରିବା ପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା ପୋଲିସ। ମାଓବାଦୀଙ୍କ ପାଇଁ ସମୟ ସରିଆସୁଥିବା ବେଳେ ସେମାନଙ୍କୁ ଶେଷ ଚେତାବନୀ ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆ। ଡେଡ୍‌ଲାଇନ୍ ଶେଷ ହେବାକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ, ଏହି ସମୟ ମଧ୍ୟରେ ଯଦି ମାଓବାଦୀମାନେ ଆତ୍ମସମର୍ପଣ ନକରନ୍ତି, ତେବେ ସେମାନଙ୍କୁ ସୁରକ୍ଷାକର୍ମୀଙ୍କ କଠୋର କାର୍ଯ୍ୟାନୁଷ୍ଠାନର ସାମ୍ନା କରିବାକୁ ପଡ଼ିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି।

Leave a Reply

Your email address will not be published. Required fields are marked *